ଜାମ୍ମୁ ଓ କାଶ୍ମୀର: ସୁରକ୍ଷାକର୍ମୀଙ୍କ ଗୁଳିରେ ୪ଆତଙ୍କବାଦୀନିପାତ

ପୁଲୱାମାରେ ଜୈଶର ୨ ଆତଙ୍କବାଦୀ ମୃତ
ଗାନ୍ଦରୱାଲାରେ ଲସ୍କରର ଜଣେ ଆତଙ୍କବାଦୀ ମୃତ । ହନ୍ଦୱାଡ଼ାରେ ମଧ୍ୟ ଲସ୍କରର ଆଉ ଜଣେ ଆତଙ୍କବାଦୀ ମୃତ । ୨ ଆତଙ୍କାବଦୀଙ୍କୁ କାବୁ କରାଯାଇଥିବା କାଶ୍ମୀର IGP ବିଜୟ କୁମାରଙ୍କ ସୂଚନା.

Leave a Reply

Your email address will not be published. Required fields are marked *