ଅଟୋକୁ ଧକ୍କା ଦେଲା ଟ୍ରକ ୨ ମୃତ

ଫୋକସ ପ୍ଲସ ୩୦/୫/୨୨(ଅନୁଗୁଳ):ଅନୁଗୁଳ ଜିଲ୍ଲା ଦେଇ ଯାଇଥିବା ୫୫ ନଂ ଜାତୀୟ ରାଜପଥ ମରାତିରା ଗଣ୍ଡିମୁଣ୍ଡା ନିକଟରେ ବିଳମ୍ବିତ ରାତିରେ ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ଦୁଇଜଣ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ହୋଇଥବା ଜଣା ପଡିଛି । ସୂଚନା ଅନୁସାରେ ଏକ ଅଟୋରେ ମହିଧରପୁରରୁ ୪ ଜଣ ଯାତ୍ରୀ ଦୁର୍ଗାପୁର ଆସୁଥିବା ସମୟରେ ଏକ ପିଆଜ ବୋଝେଇ ଟ୍ରକ ଧକ୍କା ଦେଇ ଥିଲା । ଫଳରେ ଘଟଣା ସ୍ଥଳରେ ୨ ମହିଳା ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଯାତ୍ରୀ ଓ ଚାଳକ ଆହତ ହୋଇଥିଲେ । ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତାହତ ମାନଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ

ଅନୁଗୁଳରୁ ସତ୍ୟଶମ୍ଭୁ ନାଏକଙ୍କ ରିପୋର୍ଟ ଫୋକସ୍ ପ୍ଲସ

Leave a Reply

Your email address will not be published. Required fields are marked *