ଆଜିଠୁ ଦୁଇ ଦିନିଆ ଝାଡଖଣ୍ଡ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜିଠାରୁ ଝାଡ଼ଖଣ୍ଡ ଯିବାର କାର୍ଯ୍ୟକ୍ରମ ରହିଛି। ପଶ୍ଚିମ ସିଂହଭୂମର ଜଗନ୍ନାଥପୁରରେ ପ୍ରାକ୍ ନିର୍ବାଚନ ଶୋଭାଯାତ୍ରାରେ ଯୋଗଦେବେ।  ୧ ତାରିଖରେ ଚାଇଁବାସାର କୋଲ୍ ହାନ୍ ଯିବେ ମୁଖ୍ୟମନ୍ତ୍ରୀ। ଝାଡ଼ଖଣ୍ଡରେ ଥିବା ଓଡ଼ିଆଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।

Leave a Reply

Your email address will not be published. Required fields are marked *