ଗଞ୍ଜାମ ସାନଖେମୁଣ୍ଡି ରାଜା ସାହେବ ଉଦୟ ନାରାୟଣ ଦେବଙ୍କ ପରଲୋକ

ଗଞ୍ଜାମ ସାନଖେମୁଣ୍ଡି ରାଜା ସାହେବ ଉଦୟ ନାରାୟଣ ଦେବଙ୍କ ପରଲୋକ: ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୮୭ ବର୍ଷ ବୟସରେ ପରଲୋକ, ମୋହନା ନିର୍ବାଚନ ମଣ୍ଡଳୀରୁ ୩ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ, ବିଶ୍ୱବିଖ୍ୟାତ ବିହଙ୍ଗ ବିଜ୍ଞାନୀ ଭାବେ ରାଜା ସାହେବଙ୍କର ସୁଖ୍ୟାତି ରହିଛି

Leave a Reply

Your email address will not be published. Required fields are marked *