ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୭ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି ପାଇଛି।

Leave a Reply

Your email address will not be published. Required fields are marked *