ପୁରୀରେ ପ୍ରବଳ ବର୍ଷା ବେଳେ ବଜ୍ରପାତ ଘଟି ଜଣଙ୍କର ମୃତ, ୮ ଆହତ

ପୁରୀ : ପୁରୀରେ ସୋମବାର ପ୍ରବଳ ବର୍ଷା ସହ ବଜ୍ରପାତ ହୋଇଛି । ଏଥିରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ ୮ ଜଣ ଆହତ ହୋଇଛନ୍ତି । ଛଇତନା ଭୋଇ ସାହିରେ ବଜ୍ରପାତ ଯୋଗୁଁ ମହିଳାଙ୍କ ମୃତ୍ୟୁ ଘଟିଛି । ସମସ୍ତ ୮ ଆହତଙ୍କୁ ଉଦ୍ଧାର କରି ପୁରୀ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

Leave a Reply

Your email address will not be published. Required fields are marked *