ଭିଜିଲାନ୍ସ ପଞ୍ଝାରେ ଅବକାରୀ ବିଭାଗର ଯୁଗ୍ମ କମିଶନର

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ଅବକାରୀ ବିଭାଗର ଯୁଗ୍ମ କମିଶନର ରାମଚନ୍ଦ୍ର ମିଶ୍ର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ଚଢାଉ । ଅଫିସର ଠାରୁ ଆରମ୍ଭ କରି ବାସଭବନ ସହ ଏକକାଳୀନ ୧୦ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ । ଭୁବନେଶ୍ୱର, ସୋନପୁର, ବଲାଙ୍ଗୀର ସମେତ ଘର ଓ କାର୍ଯ୍ୟାଳୟରେ ଚଢାଉ କରିଛି ଭିଜିଲାନ୍ସ । ଚଢାଉରେ ୧୦ଜଣ ଡିଏସପି, ୧୫ଜଣ ଇନ୍ସପେକ୍ଟରଙ୍କ ସହ ଅନ୍ୟ ଅଧିକାରୀ ସାମିଲ ହୋଇଛନ୍ତି ।

Leave a Reply

Your email address will not be published. Required fields are marked *