‘ମୋ ଭାଇକୁ ଅଟକ ରଖିବା ଦୁଃଖନୀୟ, ଗଣତନ୍ତ୍ରର ହତ୍ୟା’ :ଆଉ କଣ କହିଲେ ଦୀପାଳି ଦେଖନ୍ତୁ ଭିଡିଓ

-ବିଶାଲ ଅଟକ ନେଇ ପୂର୍ବତନ ବିଧାୟିକା ଦୀପାଳି ଦାସଙ୍କ ପ୍ରତିକ୍ରିୟା
-‘ମୋ ଭାଇକୁ ଅଟକ ରଖିବା ଦୁଃଖନୀୟ, ଗଣତନ୍ତ୍ରର ହତ୍ୟା’
-‘ଲଇକେରା ପୋଲିସ ଅଟକ ରଖି ଛତିଶଗଡ଼ ପୋଲିସକୁ ହସ୍ତାନ୍ତର କରିଛି’
-‘ଅଟକ ସମିତି ସଭ୍ୟ ଓ ସରପଞ୍ଚଙ୍କୁ ଭେଟିବାକୁ ବିଶାଲ ଯାଇଥିଲେ’
-ରାତି ୧ଟାରୁ ମୋ ଭାଇକୁ ବି ଅଟକ ରଖିଲେ- ଦୀପାଳି
-‘ସେମାନେ ନିଜସ୍ବ ମତରେ ଆସିଥିବା କହିବା ପରେ ବି ଅଟକ ରଖିଲେ’
-ଦୀପାଳିଙ୍କ ଅଭିଯୋଗରେ ପୋଲିସ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନି

Leave a Reply

Your email address will not be published. Required fields are marked *