ସବୁ ଜିଲ୍ଲା ହସ୍ପିଟାଲରେ କ୍ୟାନ୍ସର ଚିକିତ୍ସା

ସବୁ ଜିଲ୍ଲା ହସ୍ପିଟାଲରେ କ୍ୟାନ୍ସର ଚିକିତ୍ସା

-୧୦୦ ଦିନ ପୂର୍ତ୍ତି ଅବସରରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ବଡ ଘୋଷଣା

-୨୭ ହଜାର ହସ୍ପିଟାଲରେ ମିଳିବ ଆୟୁଷ୍ମାନ ଓ ଗୋପବନ୍ଧୁ ଆରୋଗ୍ୟ ଯୋଜନା ସୁବିଧା

-ପୂର୍ବ ସରକାରରେ ମାତ୍ର ୯ଶହ ହସ୍ପିଟାଲରେ ଏହି ସୁବିଧା ମିଳୁଥିଲା

-ଖୁବଶୀଘ୍ର ୩ ହଜାର ଡାକ୍ତର ଓ ପାରା ମେଡିକାଲ ଷ୍ଟାଫ୍ ନିଯୁକ୍ତ ହେବେ

-ପୁରୀ ମେଡିକାଲ କଲେଜରେ ବିଏସ୍‌ସି ନର୍ସିଂ କୋର୍ସ ଆରମ୍ଭ ହେବ

-ସବୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କ୍ୟାନ୍ସର ଚିକିତ୍ସା ପାଇଁ ବ୍ୟବସ୍ଥା କରାଯିବ

-୫ ବର୍ଷରେ ଦେଢ଼ ଲକ୍ଷ ନିଯୁକ୍ତି ଦିଆଯିବ କହିଲେ ମନ୍ତ୍ରୀ ମୁକେଶ ମହାଲିଙ୍ଗ

Leave a Reply

Your email address will not be published. Required fields are marked *