୭ ଦିନରେ କାର୍ଯ୍ୟକାରିତା ରିପୋର୍ଟ ଦିଅ

ଶ୍ରୀମନ୍ଦିରରେ ଲୁହା କଡ଼େଇରେ ରୋଷେଇ ହେବା ପ୍ରସଙ୍ଗ
-କାର୍ଯ୍ୟାନୁଷ୍ଠାନ ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ନିର୍ଦ୍ଦେଶ
-‘ଲୁହା କଡ଼େଇ ଜବତ ସହ ୭ ଦିନରେ କାର୍ଯ୍ୟକାରିତା ରିପୋର୍ଟ ଦିଅ’
-ସୁଆର ମହାସୁଆର, ରୋଷପାଇକ ନିଯୋଗ, ରୋଷ ଅମିନଙ୍କୁ ନିର୍ଦ୍ଦେଶ
-ରୋଷଘର ପରଖିବେ ପାଟ୍ଟଯୋଶୀ ମହାପାତ୍ର, ତଳିଚ୍ଛ ମହାପାତ୍ର ଓ ଦେଉଳକରଣ

Leave a Reply

Your email address will not be published. Required fields are marked *