୮ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ

କଟକରୁ ୮ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ
ଜବତ କଲା ଦରଘାବଜାର ଥାନା ପୋଲିସ
ସ୍ଥାନୀୟ ବଜାର ନିକଟରେ ଚଢ଼ାଉ କରି ଧରିଲା
ଜବତ ବ୍ରାଉନସୁଗାରର ଓଜନ ୭୭.୮ ଗ୍ରାମ
ବ୍ରାଉନସୁଗାରର କାରବାର ଅଭିଯୋଗରେ ୨ ଗିରଫ

Leave a Reply

Your email address will not be published. Required fields are marked *