21ନଭେମ୍ବର ରୁ ବିଧାନସଭାରେ ହେବେ ଉପବାଚସ୍ପତି ନିର୍ବାଚନ |

 

 

 

ଭୁବନେଶ୍ୱେର14/11/2023; ନଭେମ୍ବର ୨୧ ତାରିଖରେ ବିଧାନସଭା ଉପବାଚସ୍ପତି ନିର୍ବାଚନ । ୨୧ ତାରିଖ ସକାଳ ୯ଟା ୩୦ରେ ଉପବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ । ଏନେଇ ସମସ୍ତ ସଦସ୍ୟଙ୍କୁ ଚିଠି କରିଛନ୍ତି ବିଧାନସଭା ସଚିବ । ରଜନୀକାନ୍ତ ସିଂହଙ୍କ ଇସ୍ତଫା ପରେ ଖାଲି ପଡ଼ିଛି ପଦବୀ ।

Leave a Reply

Your email address will not be published. Required fields are marked *