ଠିକ ସମୟରେ ପରୀକ୍ଷା ହେବ ଓ ଫଳ ପ୍ରକାଶ ପାଇବ ବୋଲି ମନ୍ତ୍ରୀ କହିଛନ୍ତି

ଠିକ ସମୟରେ ପରୀକ୍ଷା ହେବ ଓ ଫଳ ପ୍ରକାଶ ପାଇବ ବୋଲି ମନ୍ତ୍ରୀ କହିଛନ୍ତି

ଯୁକ୍ତ ଦୁଇ ବୋର୍ଡ଼ ପରୀକ୍ଷା ସୂଚୀ ରେ ସାମାନ୍ୟ ପରିବର୍ତନ ହୋଇପାରେ l ବିଜ୍ଞାନ ପରୀକ୍ଷା ସୂଚୀ ବଦଳିପାରେ l ବିଜ୍ଞାନ ପରୀକ୍ଷାରେ କମ ଦିନ ଥିବାରୁ ଛାତ୍ରଛାତ୍ରୀ ଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା l ଯାହା ଉପରେ ଗୁରୁତ୍ୱ ଦେଇ ପରୀକ୍ଷା ସମୟରେ ସାମାନ୍ୟ ପରିବର୍ତ୍ତନ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କୁ ନିର୍ଦେଶ ଦେଇଛନ୍ତି l ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି ଚଳିତ ବର୍ଷ ପରୀକ୍ଷା ସୂଚା ରୂପେ କରିବାକୁ ବିଭିନ ପଦକ୍ଷେପ ନିଆଯାଉଛି l ରାଜ୍ୟରେ 1 ହଜାର 148 ଟି କେନ୍ଦ୍ର ରେ ପରୀକ୍ଷା ଦେବେ l ପରୀକ୍ଷା ସିସିଟିଭି ନିୟନ୍ତ୍ରଣାଧିନ ରେ କରାଯିବ l ଅନ୍ୟ ପରୀକ୍ଷା ତୁଳନାରେ ବିଜ୍ଞାନ ପରୀକ୍ଷା ପ୍ରଥମ ହେବାକୁ ଥିବାରୁ ପିଲାମାନେ ତାରିଖ ବଦଳାଇ ସିଏଚଏସଇ କୁ କହିଛନ୍ତି l

Related post

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ଭାଜପାର କଟକ ସାଂସଦ ପ୍ରାର୍ଥୀ ଭର୍ତୁହରୀ।

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ଭାଜପାର କଟକ ସାଂସଦ ପ୍ରାର୍ଥୀ ଭର୍ତୁହରୀ।

କଟକ୦୮/୦୪/୨୦୨୪; ଏବେ ମଧ୍ୟ ବିଭିନ୍ନ ଦଳରେ ମିଶ୍ରଣ ପର୍ବ ଜାରି ରହିଥିବା ବେଳେ ଗତ କିଛି ଦିନ ତଳେ ଶଙ୍ଖ ଛାଡି ପଦ୍ମ ଧରିଥିବା ବିଜେପି ର କଟକ…
୧୭ ମିନିଟରେ ନିଆରା ବାହାଘର |

୧୭ ମିନିଟରେ ନିଆରା ବାହାଘର |

ସୁନ୍ଦରଗଡ଼୦୮/୦୪/୨୦୨୪; ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ରାନିବନ୍ଧ ଠାରେ ଦେଖିବାକୁ ମିଳିଛି ନିଆରା ଢଙ୍ଗରେ ବାହାଘର, ସାଧାରଣତଃ ଆପଣମାନେ ଦେଖିଥିବେ ବରଯାତ୍ରୀ ନେଇ ବାଜା ବାଣ ରୋଷଣି ରେ ବର…
ଆସୁଛି କାଳବୈଶାଖୀ ଜବର,୪ ଦିନ ବର୍ଷିବ |

ଆସୁଛି କାଳବୈଶାଖୀ ଜବର,୪ ଦିନ ବର୍ଷିବ |

ପାଣିପାଗ ୦୮/୦୪/୨୦୨୪; ଆସୁଛି ବଡ ବର୍ଷା | ୪ ଦିନ ବର୍ଷିବ | ଏହି ସବୁ ରାଜ୍ୟରେ ତାଣ୍ଡବ ରଚିବ କାଳବୈଶାଖୀ | ପାଣିପାଗ ବିଭାଗ ଅନୁଯାୟୀ, ଅରୁଣାଚଳ…

Leave a Reply

Your email address will not be published. Required fields are marked *