ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶା ସାଂସଦ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ଓଡ଼ିଶା ସାଂସଦ ।  ଆଜି ସଂସଦ ଭବନ ସମ୍ମିଳନୀ କକ୍ଷରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ଓଡ଼ିଶାର ସମସ୍ତ ୨୦ ବିଜେପି ଲୋକସଭା ଓ ଜଣେ ରାଜ୍ୟସଭା ସାଂସଦ। ଏହି ଅବସରରେ ବିଭିନ୍ନ ପ୍ରସଙ୍ଗରେ ସାଂସଦଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଲୋଚନା କରିଛନ୍ତି ।

Leave a Reply

Your email address will not be published. Required fields are marked *