ଯଦି ଦୁର୍ନୀତି କରିଛି ତା’ହେଲେ ବାନ୍ଧିବାକୁ କିଏ ଅଟକାଇଛି:ବବି

ବିଜେଡି ଆୟୋଜିତ ଜନ ସମ୍ପର୍କ ପଦଯାତ୍ରାର ଖୋଲା ମଞ୍ଚରେ ମହନ ସରକାରଙ୍କୁ ବବିଙ୍କ ଖୋଲା ଚ୍ୟାଲେଞ୍ଜ….

ଦୁର୍ନୀତି କରିଛି ତ ବାନ୍ଧୁନ କାହିଁକି ବୋଲି କହି ରାଜ୍ୟର ମୋହନ ଚରଣ ମାଝୀ ସରକାରଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି ବିଜେଡି ନେତା ପ୍ରଣବପ୍ରକାଶ ଦାସ(ବବି) । ୪ମାସ ସରକାର ହୋଇଗଲାଣି । ଯଦି ଦୁର୍ନୀତି କରିଛି ତା’ହେଲେ ବାନ୍ଧିବାକୁ କିଏ ଅଟକାଇଛି ବୋଲି ବବି ପ୍ରଶ୍ନ କରିବା ସହ ୧୫ବର୍ଷ ତଳର ପୁରୁଣା ମାମଲାକୁ ଆଣି ହଟଚମଟ କରିବା ପାଇଁ ଅପଚେଷ୍ଟା କରାଯାଉଛି ବୋଲି କହିଛନ୍ତି । ସେ ଯାଜପୁର ବିକାଶ ପାଇଁ ପୁଣି ଲଢ଼ିବାକୁ ପ୍ରସ୍ତୁତ ବୋଲି କହିଛନ୍ତି ।

Leave a Reply

Your email address will not be published. Required fields are marked *