ପୁରୀରେ ୫ ବର୍ଷୀୟା ନାବାଳିକାଙ୍କୁ ଦୁଷ୍କର୍ମ: ଅଭିଯୁକ୍ତ ଫେରାର

ପୁରୀ: ପୁରୀ ସିଦ୍ଧବକୁଳ ଲେନରେ ଜଣେ ୫ ବର୍ଷୀୟା ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଥିବାର ଆଜି ଅଭିଯୋଗ ହୋଇଛି। ନାବାଳିକାଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଉଛି। ଦୁଷ୍କର୍ମକାରୀ ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଖବର ପାଇ ଟାଉନ ଥାନା ପୁଲିସ ତଦନ୍ତ ଆରମ୍ଭ କରିଛି।

Leave a Reply

Your email address will not be published. Required fields are marked *