ଥଣ୍ଡାରେ ଥରୁଛି ଓଡିଶା ୧୦ ଡିଗ୍ରୀ ତଳେ ରାଜ୍ୟର ୧୦ ସହର

ଭୁବନେଶ୍ୱର : ଦାରିଙ୍ଗବାଡ଼ି ଓ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ରହିଛି । ଏହା ସହ କେନ୍ଦୁଝର, ଭବାନୀପାଟଣା ଓ ସୋନପୁର ସହରରେ ୮ ଡିଗ୍ରୀ ତାପମାତ୍ରା ରହିଛି । ସେହିପରି ଝାରସୁଗୁଡ଼ାରେ ୮.୪ ଡିଗ୍ରୀ, କୋରାପୁଟରେ ୯ ଡିଗ୍ରୀ, ନୟାଗଡ଼, ବଲାଙ୍ଗିର ଓ ଅନୁଗୁଳରେ ୯ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ରାଜ୍ୟର ୧୦ଟି ସହରର ରାତ୍ରି ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି

Leave a Reply

Your email address will not be published. Required fields are marked *