ପୁଣିଥରେ ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର : ରାଜ୍ୟରେ ମୌସୁମୀ ସକ୍ରିୟ ରହିବା ସହିତ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଉପକୂଳ ସହ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା ହେବା ସହ ଆଗାମୀ ୫ ତାରିଖରେ ମାଲକାନଗିରି, କୋରାପୁଟ, ସମେତ ନବରଙ୍ଗପୁର, ରାୟଗଡା ଓ ଗଜପତି ଜିଲ୍ଲାରେ ଅଧିକ ବର୍ଷା ନେଇ ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *