ବନ୍ଧୁକ ଦେଖାଇ ୭ ଲକ୍ଷ ଲୁଟ୍ I

ବନ୍ଧୁକ ଦେଖାଇ ୭ ଲକ୍ଷ ଲୁଟ୍ I

ଚିଲିକା: ବାଲୁଗାଁ ଥାନା ଇଞ୍ଜନପୁର ଛକ ନିକଟରେ ବନ୍ଧୁକ ଦେଖାଇ ୭ ଲକ୍ଷ ୨୫ ହଜାର ଟଙ୍କା ଦୁର୍ବୃତ୍ତ ଲୁଟି ନେଇଛନ୍ତି । କୃଷି ଋଣ ଟଙ୍କା ଆଦାୟ କରି ବଡକୁଳ ସୋସାଇଟି ର ଆସିଷ୍ଟାଣ୍ଟ ସେକ୍ରେଟାରୀ ବାଇକ୍ ଯୋଗେ ବାଲୁଗାଁ ଆସୁଥିଲେ । ଏହି ସମୟରେ ୪ ଲୁଟେରା ୩ ଟି ବାଇକ୍ ଯୋଗେ ଆସି ବନ୍ଧୁକ ଦେଖାଇ ଆକ୍ରମଣ କରି ଲୁଟ୍ କରି ନେଇଛନ୍ତି ।

ଖୋର୍ଦ୍ଧା ଜିଲ୍ଲାର ବାଲୁଗାଁ ନିକଟସ୍ଥ ବଡକୁଳ ଗ୍ରାମରେ ଥିବା ବଡକୁଳ କୋଅପରେଟିଭ୍ ସୋସାଇଟି ର ସହ-ସମ୍ପାଦକ ଭୁବନେଶ୍ୱର ରଥ ସୋସାଇଟି ରୁ ଋଣ ନେଇଥିବା ଋଣି ମାନଙ୍କ ଠାରୁ ଋଣ ଟଙ୍କା ଆଦାୟ କରି ବାଲୁଗାଁ ଅଭିମୁଖେ ଆସୁଥିଲେ। ୩ଟି ବାଇକ ଯୋଗେ ୪ ଜଣ ଲୁଟେରା ଆସି ତାଙ୍କୁ ବନ୍ଧୁକ ଦେଖାଇ ଟଙ୍କା ଲୁଟି ନେଇଥିଲେ। ଖବର ପାଇ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ପୋଲିସ ପକ୍ଷରୁ ଘଟଣାର ତଦନ୍ତ କରୁଛି ବୋଲି ବାଲୁଗାଁ ଏସଡିପିଓ ସୂଚନା ଦେଇଛନ୍ତି।

 

Related post

ଫୁଣି ଥରେ ଦେଖିବାକୁ ମିଳିଲା ମାଓ ପୋଷ୍ଟର I

ଫୁଣି ଥରେ ଦେଖିବାକୁ ମିଳିଲା ମାଓ ପୋଷ୍ଟର I

କଳାହାଣ୍ଡି ଜିଲ୍ଲା ମରାମପୁର ବ୍ଲକ ତୁଜୁଙ୍ଗ ରେ ଥିବା ଶ୍ରୀ ଏଜୁକେସନ କଲେଜ କୁ ନେଇ ଏଥର ମାଓ ବାଦୀ ଙ୍କ ଧମକ ପୁର୍ଣ ପୋଷ୍ଟର I କଲେଜ…
ଯୌତୁକ ନିର୍ଯାତନା ସହି ନ ପାରି ବୋହୂର ଆତ୍ମ ହତ୍ୟା

ଯୌତୁକ ନିର୍ଯାତନା ସହି ନ ପାରି ବୋହୂର ଆତ୍ମ ହତ୍ୟା

ଯୌତୁକ ନିର୍ଯାତନା ସହି ନ ପାରି ବୋହୂର ଆତ୍ମ ହତ୍ୟା ଅଭିଯୋଗ ଆସିଛି ସତ୍ୟବାଦୀ ବ୍ଲକ୍ ରାୟ ଖଣ୍ଡି ପଞ୍ଚାୟତ ଚକ୍ର ପଡ଼ା ସତ୍ୟବାଦୀ ବ୍ଲକ୍ ରାୟ ଖଣ୍ଡି…
ଡ୍ୟୁଟି ସମୟରେ ମେଡ଼ିକାଲ କାର୍ଯ୍ୟାଳୟରେ ପଡ଼ିଛି ତାଲା।

ଡ୍ୟୁଟି ସମୟରେ ମେଡ଼ିକାଲ କାର୍ଯ୍ୟାଳୟରେ ପଡ଼ିଛି ତାଲା।

ଫୋକସ ପ୍ଲସ 8/5/22 (ଚାନ୍ଦବାଲି):ମେଡ଼ିକାଲ ଅଛି କିନ୍ତୁ ତାଲା ପଡ଼ିଛି, ରୋଗୀ ଅଛନ୍ତି କିନ୍ତୁ ମେଡିକାଲରେ ଡାକ୍ତର ନାହାନ୍ତି।  ଏଠି ନାଁ ଅଛନ୍ତି ଡାକ୍ତର ନାଁ ଡାକ୍ତରଙ୍କ ସହଯୋଗୀ…

Leave a Reply

Your email address will not be published. Required fields are marked *