ଠିକ ସମୟରେ ପରୀକ୍ଷା ହେବ ଓ ଫଳ ପ୍ରକାଶ ପାଇବ ବୋଲି ମନ୍ତ୍ରୀ କହିଛନ୍ତି

ଠିକ ସମୟରେ ପରୀକ୍ଷା ହେବ ଓ ଫଳ ପ୍ରକାଶ ପାଇବ ବୋଲି ମନ୍ତ୍ରୀ କହିଛନ୍ତି

ଯୁକ୍ତ ଦୁଇ ବୋର୍ଡ଼ ପରୀକ୍ଷା ସୂଚୀ ରେ ସାମାନ୍ୟ ପରିବର୍ତନ ହୋଇପାରେ l ବିଜ୍ଞାନ ପରୀକ୍ଷା ସୂଚୀ ବଦଳିପାରେ l ବିଜ୍ଞାନ ପରୀକ୍ଷାରେ କମ ଦିନ ଥିବାରୁ ଛାତ୍ରଛାତ୍ରୀ ଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା l ଯାହା ଉପରେ ଗୁରୁତ୍ୱ ଦେଇ ପରୀକ୍ଷା ସମୟରେ ସାମାନ୍ୟ ପରିବର୍ତ୍ତନ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କୁ ନିର୍ଦେଶ ଦେଇଛନ୍ତି l ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି ଚଳିତ ବର୍ଷ ପରୀକ୍ଷା ସୂଚା ରୂପେ କରିବାକୁ ବିଭିନ ପଦକ୍ଷେପ ନିଆଯାଉଛି l ରାଜ୍ୟରେ 1 ହଜାର 148 ଟି କେନ୍ଦ୍ର ରେ ପରୀକ୍ଷା ଦେବେ l ପରୀକ୍ଷା ସିସିଟିଭି ନିୟନ୍ତ୍ରଣାଧିନ ରେ କରାଯିବ l ଅନ୍ୟ ପରୀକ୍ଷା ତୁଳନାରେ ବିଜ୍ଞାନ ପରୀକ୍ଷା ପ୍ରଥମ ହେବାକୁ ଥିବାରୁ ପିଲାମାନେ ତାରିଖ ବଦଳାଇ ସିଏଚଏସଇ କୁ କହିଛନ୍ତି l

Related post

ଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ଆଶାରାମ ବାପୁ

ଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ଆଶାରାମ ବାପୁ

ଫୋକସ ପ୍ଲସ ୩୧/୧/୨୩(ବ୍ୟୁରୋ):ଆତ୍ମଘୋଷିତ ବାବା ଆଶାରାମ ବାପୁ ୧୦ ବର୍ଷ ପୁରୁଣା ଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁଜରାଟର ଗୋଟିଏ କୋର୍ଟ ଆଶାରାମକୁ ଦୋଷୀ ସାବ୍ୟସ୍ତ…
ପ୍ରଥମ ଥର ପାଇଁ ସାମ୍ନାକୁ ଆସିଲା ପ୍ରିୟଙ୍କାଙ୍କ ଝିଅ ମାଳତୀର ଫଟୋ

ପ୍ରଥମ ଥର ପାଇଁ ସାମ୍ନାକୁ ଆସିଲା ପ୍ରିୟଙ୍କାଙ୍କ ଝିଅ ମାଳତୀର ଫଟୋ

ଫୋକସ ପ୍ଲସ ୩୧/୧/୨୩(ବ୍ୟୁରୋ):ଅଭିନେତ୍ରୀ ପ୍ରିୟଙ୍କାଙ୍କ ଝିଅ ଅବିକଳ ନିକ ଜୋନାସଙ୍କ ଭଳି ଦେଖାଯାଉଛନ୍ତି | ପ୍ରିୟଙ୍କା ସୋସିଆଲ ମିଡିଆରେ ଝିଅ ମାଳତୀର ଫଟୋ ଏବଂ ଭିଡିଓ ସେୟାର କରିଛନ୍ତି।…
ପ୍ରଶ୍ନପତ୍ର ଲିକ ଘଟଣାରେ ଶିକ୍ଷକ ଗିରଫ

ପ୍ରଶ୍ନପତ୍ର ଲିକ ଘଟଣାରେ ଶିକ୍ଷକ ଗିରଫ

ଫୋକସ ପ୍ଲସ ୩୧/୧/୨୩(ମାଲକାନଗିରି):ପ୍ରଶ୍ନ ପତ୍ର ଲିକ ଘଟଣାରେ ଗିରଫ ହେଲେ ମାଲକାନଗିରି ଶିକ୍ଷକ l ଗୁଜରାଟରୁ ମାଲକାନଗିରି ଲମ୍ବିଛି ବଡ ଧରଣର ପ୍ରଶ୍ନପତ୍ର ସ୍କାମ। ଗୁଜରାଟ ପଞ୍ଚାୟତ ସର୍ଭିସ…

Leave a Reply

Your email address will not be published.