ଆଉ 6 ମାସ ପଯ୍ୟନ୍ତ ମିଳିବ ମାଗଣା ଚାଉଳ

ଆଉ 6 ମାସ ପଯ୍ୟନ୍ତ ମିଳିବ ମାଗଣା ଚାଉଳ

ଫୋକସ ପ୍ଲସ(ବ୍ୟୁରୋ ) 1.04.22 ଆଉ 6 ମାସ ପଯ୍ୟନ୍ତ ମାଗଣା ଚାଉଳ ମିଳିବ କରୋନା ସମୟରେ ମିଳି ଆସୁଥିବା ମାଗଣା ଚାଉଳ ର ଅବଧି ଆଉ 6 ମାସ ଅବଧି କୁ ବଢାଯାଇଛି l ଖାଦ୍ୟ ସୁରକ୍ଷା ଆଇନ ଅନୁସାରେ ପ୍ରତେକ ପରିବାର ହିତାଧିକାରୀଙ୍କୁ 5କେଜି ଲେଖାଏଁ ମାଗଣାରେ ଚାଉଳ ମିଳିବ l ଏପ୍ରିଲ ରୁ ସେପ୍ଟେମ୍ବର ପର୍ଯ୍ୟନ୍ତ ମିଳିବ ମାଗଣା ଚାଉଳ l ଏଥିରେ 8ଲକ୍ଷ 9 ହଜାର ହିତାଧିକାରୀ ଙ୍କୁ ମିଳିବ ମାଗଣା ରାସନ l

Related post

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ଭାଜପାର କଟକ ସାଂସଦ ପ୍ରାର୍ଥୀ ଭର୍ତୁହରୀ।

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ଭାଜପାର କଟକ ସାଂସଦ ପ୍ରାର୍ଥୀ ଭର୍ତୁହରୀ।

କଟକ୦୮/୦୪/୨୦୨୪; ଏବେ ମଧ୍ୟ ବିଭିନ୍ନ ଦଳରେ ମିଶ୍ରଣ ପର୍ବ ଜାରି ରହିଥିବା ବେଳେ ଗତ କିଛି ଦିନ ତଳେ ଶଙ୍ଖ ଛାଡି ପଦ୍ମ ଧରିଥିବା ବିଜେପି ର କଟକ…
୧୭ ମିନିଟରେ ନିଆରା ବାହାଘର |

୧୭ ମିନିଟରେ ନିଆରା ବାହାଘର |

ସୁନ୍ଦରଗଡ଼୦୮/୦୪/୨୦୨୪; ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ରାନିବନ୍ଧ ଠାରେ ଦେଖିବାକୁ ମିଳିଛି ନିଆରା ଢଙ୍ଗରେ ବାହାଘର, ସାଧାରଣତଃ ଆପଣମାନେ ଦେଖିଥିବେ ବରଯାତ୍ରୀ ନେଇ ବାଜା ବାଣ ରୋଷଣି ରେ ବର…
ଆସୁଛି କାଳବୈଶାଖୀ ଜବର,୪ ଦିନ ବର୍ଷିବ |

ଆସୁଛି କାଳବୈଶାଖୀ ଜବର,୪ ଦିନ ବର୍ଷିବ |

ପାଣିପାଗ ୦୮/୦୪/୨୦୨୪; ଆସୁଛି ବଡ ବର୍ଷା | ୪ ଦିନ ବର୍ଷିବ | ଏହି ସବୁ ରାଜ୍ୟରେ ତାଣ୍ଡବ ରଚିବ କାଳବୈଶାଖୀ | ପାଣିପାଗ ବିଭାଗ ଅନୁଯାୟୀ, ଅରୁଣାଚଳ…

Leave a Reply

Your email address will not be published. Required fields are marked *