ବାହୁଦା ସାହିତ୍ୟ ସଂସଦ ପକ୍ଷରୁ ବିଷୁବ କବିତା ଆସର

ବାହୁଦା ସାହିତ୍ୟ ସଂସଦ ପକ୍ଷରୁ ବିଷୁବ କବିତା ଆସର

 

ଚିକିଟି ବ୍ଳକ ଝାଟିପଦର ଉଚ୍ଚ ବିଦ୍ୟାଳୟ ଠାରେ ରବିବାର ବାହୁଦା ସାହିତ୍ୟ ସଂସଦ ପକ୍ଷରୁ ବିଷୁବ କବିତା ଆସର ରବିବାର ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମ ରେ ଦୁର୍ଗା ମାଧବ ମହାରଣା ସଭାପତିତ୍ବ କରିଥିଲାବେଳେ ମୂଖ୍ୟ ଅତିଥି ଭାବେ ଅବସର ପ୍ରାପ୍ତ ଅଧକ୍ଷ ଡଃ ଲମ୍ବୋଦର ପାଣିଗ୍ରାହୀ ମୂଖ୍ୟ ବକ୍ତା ଭାବେ ସରୋଜ ମୋହନ ପାଳ, ସମ୍ମାନିତ ଅତିଥି ଭାବେ ଅଧ୍ୟାପକ ତ୍ରିଲୋଚନ ଦାସ, ଉପାନ୍ତ ସାଂସ୍କୃତିକ ସାହିତ୍ୟ ସେବା ସଂସଦ ସମ୍ପାଦକ ମାଧବ ବାଡତ୍ୟା, ଅଧ୍ୟାପକ ସଞ୍ଜୟ ପଣ୍ଡା , ପ୍ରଧାନ ଶିକ୍ଷକ ବୃନ୍ଦାବନ ପାଢ଼ୀ ପ୍ରମୁଖ ମଞ୍ଚାସିନ ଥିବାବେଳେ ସମ୍ପାଦିକା ସଂହିତା ମହାନ୍ତି ଅତିଥି ପରିଚୟ ପ୍ରଦାନ ପୂର୍ବକ ବିବରଣୀ ପଠନ କରିଥିଲେ। ସଂଯୋଜକ ଭାବେ ସୁଶାନ୍ତ କୁମାର ପଟ୍ଟନାୟକ, ଚିନ୍ମୟ ରଞ୍ଜନ ମିଶ୍ର ମିଳିତ ଭାବେ କବିତା ସଂଯୋଜନା କରିଥିଲେ। କବି ଜଗନ୍ନାଥ ଚୌଧୁରୀ, ତ୍ରୀପତି ପ୍ରଧାନ, ସୁଚେତା ପାଣିଗ୍ରାହି, ହିନ ମଣି ବେହେରା, ସୁଧାଂଶୁ କୁମାର ତ୍ରିପାଠୀ, ମଞ୍ଜୁଶ୍ରୀ ମହାରଣା, କଳ୍ପଲତା ମହାରଣା, ନୀଳାଚଳ ପଟ୍ଟନାୟକ ପ୍ରମୁଖ କବିତା ପାଠ କରିଥିବା ବେଳେ ରମାକାନ୍ତ ବେହେରା ଧନ୍ୟବାଦ୍ ଅର୍ପଣ କରିଥଲେ।

Related post

ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠାରେ ସାମିଲ ହେବେ ଭାରତର ବିଶିଷ୍ଟ ବ୍ୟକ୍ତି ବିଶେଷ, ଜାଣନ୍ତୁ କାହା କାହା ଦିଆଯାଇଛି ନିମନ୍ତ୍ରଣ

ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠାରେ ସାମିଲ ହେବେ ଭାରତର ବିଶିଷ୍ଟ ବ୍ୟକ୍ତି…

ଉତ୍ତର ପ୍ରଦେଶ: ଅଯୋଧ୍ୟାରେ ନିର୍ମାଣ ହେଉଥିବା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ସମାରୋହ ୨୨ ଜାନୁଆରୀରେ ହେବ । ଏଥିପାଇଁ ସମସ୍ତଙ୍କୁ ନିମନ୍ତ୍ରଣ ପଠାଯାଉଛି । ଏହି ଉତ୍ସବର…
ଦୁର୍ଗମ ଅଞ୍ଚଳ ରେ ଫାଇଦା ନେଉଛନ୍ତି ଅଙ୍ଗନୱାଡ଼ି ଦିଦି!!!

ଦୁର୍ଗମ ଅଞ୍ଚଳ ରେ ଫାଇଦା ନେଉଛନ୍ତି ଅଙ୍ଗନୱାଡ଼ି ଦିଦି!!!

ରାୟଗଡ଼ା: ଦୁର୍ଗମ ଅଞ୍ଚଳ ରେ ଫାଇଦା ନେଉଛନ୍ତି ଅଙ୍ଗନୱାଡ଼ି ଦିଦି, ହେଲପର୍ କୁ କିଛି ମିଳିଲା ନାଇଁ ସେଥିପାଇଁ ସିଧା ସିଧା ବଖାଣିଲେ ଦିଦିଙ୍କ ଭିତିରି କଥା ଏ…
ଚାଇନାର ନିମୋନିଆ ଭାରତକୁ ପ୍ରଭାବିତ କରିଛି କି? AIIMS ଦିଲ୍ଲୀରେ 7 ଟି ମାମଲା ମିଳିଲା କି?

ଚାଇନାର ନିମୋନିଆ ଭାରତକୁ ପ୍ରଭାବିତ କରିଛି କି? AIIMS ଦିଲ୍ଲୀରେ 7…

ଭାରତରେ ଚାଇନା ନିମୋନିଆ07/12(ଫୋକସ ପ୍ଲସ); ଚାଇନାରେ ବ୍ୟାପିଥିବା ରହସ୍ୟମୟ ନିମୋନିଆକୁ ନେଇ ସାରା ବିଶ୍ୱରେ ଚିନ୍ତା ବଢିଛି। ମାଇକୋପ୍ଲାଜମା ନିମୋନିଆରେ ପୀଡିତ ପିଲାମାନଙ୍କ ସହିତ ଚାଇନାର ଡାକ୍ତରଖାନାଗୁଡ଼ିକ ଭରି…

Leave a Reply

Your email address will not be published. Required fields are marked *