ବଳାତ୍କାର ଅଭିଯୋଗରେ ଗିରଫ ହେଲେ ଯୁବକ

ବଳାତ୍କାର ଅଭିଯୋଗରେ ଗିରଫ ହେଲେ ଯୁବକ

ଫୋକସ ପ୍ଲସ 19/5/22 (ପୁରୀ) : ନିମାପଡା ଏନ୍ ଏ ସି ଅଞ୍ଚଳରେ ଜୈନିକା ନାବାଳିକା କୁ ବଳାତ୍କାର କରିବା ଅଭିଯୋଗ ରେ ତାର ସମ୍ପର୍କୀୟ ବିବାହିତ ଯୁବକ କୁ
ନିମାପଡା ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୋଗ ଅନୁସାରେ ନାବାଳିକା ଏକୁଟିଆ ଘରେ ଥିବାବେଳେ ଅଭିଯୁକ୍ତ ତାଙ୍କ ଘରେ ପଶି ଭିତରୁ କବାଟ ଦେଇ ଜୋର ଜବରଦସ୍ତି ତାଙ୍କୁ ବଳାତ୍କାର କରିଥିଲେ ବୋଲି ନାବାଳିକା ଙ୍କ ମା ପୋଲିସ ରେ ଅଭିଯୋଗ କରିବାପରେ ପୋଲିସ ଅଭିଯୁକ୍ତ କୁ ଗିରଫ କରି କୋର୍ଟ ଚାଲାଣ କରିବା ସହିତ ନାବାଳିକା ର ଡାକ୍ତର ମାଇନା କରିଛି। ଗିରଫ ଯୁବକ ହେଉଛନ୍ତି ପାଟପୁର ଗ୍ରାମର ପୂର୍ଣ୍ଣଚନ୍ଦ୍ର ମହାକୁଡ ଓରଫ କୁନି। ଏ ସଂପର୍କ ରେ ନିମାପଡା ଥାନା ରେ ଦଫା ୩୪୧/୨୯୪/୩୭୬(୧)/୪୫୦/୫୦୬/୬ ପୋସ୍କୋ ଆଇନ ରେ ଏକ ମାମଲା ରୁଜୁ ହୋଇଥିବା କହିଛନ୍ତି ନିମାପଡା ଏସ ଡି ପି ଓ ଦେବାଶିଷ ମିଶ୍ର। ଏହି ଘଟଣା ସମଗ୍ର ନିମାପଡ଼ା ଅଞ୍ଚଳ ରେ ଚାଞ୍ଚଲ୍ୟ ସୃଷ୍ଟି କରିଛି ।

Related post

ଇରାନ ବିମାନରେ ବୋମା ବିସ୍ଫୋରଣ

ଇରାନ ବିମାନରେ ବୋମା ବିସ୍ଫୋରଣ

ଫୋକସ ପ୍ଲସ(ବ୍ୟୁରୋ): ଇରାନ ବିମାନରେ ବୋମା ବିସ୍ଫୋରଣ ପରେ ଭାରତୀୟ ବାୟୁସେନା ଜେଟଗୁଡିକ ଛଡ଼ାଯାଇଥିଲା। IAF ଏବଂ ସୁରକ୍ଷା ଏଜେନ୍ସିମାନେ ଚୀନ୍ ଅଭିମୁଖେ ଯାଉଥିବା ବିମାନକୁ ଭାରତୀୟ ବାୟୁମଣ୍ଡଳରୁ…
କାଟିନୋଲେ ଲକ୍ଷାଧିକ ଟଙ୍କାର ଗଛ

କାଟିନୋଲେ ଲକ୍ଷାଧିକ ଟଙ୍କାର ଗଛ

ଫୋକସ ପ୍ଲସ(ବ୍ରହ୍ମଗିରି): ବ୍ରହ୍ମଗିରିପୁର୍ବ ବିବାଦରୁ ଓ ଆକ୍ରମଣ ଘଟଣାରେ ଦ୍ରୃବୁତ ମାନେ ଜଙ୍ଗଲରୁ କାଟିନୋଲେ ଲକ୍ଷାଧିକ ଟଙ୍କାର ଗଛ |ବ୍ରହ୍ମଗିରି ଥାନା ନିକଟସ୍ଥ କାଳିକା ବାଡି ଗ୍ରାମରେ ପୁର୍ବ…

ସମ୍ପନ୍ନ ହେଲା ଛତର ଯାତ୍ରା ଉତ୍ସବ

ଫୋକସ ପ୍ଲସ(ଥୁଆମୂଳ ରାମପୁର): କଳାହାଣ୍ଡି ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଁ ମାଣିକେଶ୍ଵରୀଙ୍କ ଛତର ଯାତ୍ରା ମହା ସମାରୋହରେ ଥୁଆମୂଳ ରାମପୁର ଠାରେ ସମ୍ପନ୍ନ ହୋଇଯାଇଛି। ଦୁଇ ବର୍ଷ କାଳ…

Leave a Reply

Your email address will not be published.