ବଳାତ୍କାର ଅଭିଯୋଗରେ ଗିରଫ ହେଲେ ଯୁବକ

ବଳାତ୍କାର ଅଭିଯୋଗରେ ଗିରଫ ହେଲେ ଯୁବକ

ଫୋକସ ପ୍ଲସ 19/5/22 (ପୁରୀ) : ନିମାପଡା ଏନ୍ ଏ ସି ଅଞ୍ଚଳରେ ଜୈନିକା ନାବାଳିକା କୁ ବଳାତ୍କାର କରିବା ଅଭିଯୋଗ ରେ ତାର ସମ୍ପର୍କୀୟ ବିବାହିତ ଯୁବକ କୁ
ନିମାପଡା ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୋଗ ଅନୁସାରେ ନାବାଳିକା ଏକୁଟିଆ ଘରେ ଥିବାବେଳେ ଅଭିଯୁକ୍ତ ତାଙ୍କ ଘରେ ପଶି ଭିତରୁ କବାଟ ଦେଇ ଜୋର ଜବରଦସ୍ତି ତାଙ୍କୁ ବଳାତ୍କାର କରିଥିଲେ ବୋଲି ନାବାଳିକା ଙ୍କ ମା ପୋଲିସ ରେ ଅଭିଯୋଗ କରିବାପରେ ପୋଲିସ ଅଭିଯୁକ୍ତ କୁ ଗିରଫ କରି କୋର୍ଟ ଚାଲାଣ କରିବା ସହିତ ନାବାଳିକା ର ଡାକ୍ତର ମାଇନା କରିଛି। ଗିରଫ ଯୁବକ ହେଉଛନ୍ତି ପାଟପୁର ଗ୍ରାମର ପୂର୍ଣ୍ଣଚନ୍ଦ୍ର ମହାକୁଡ ଓରଫ କୁନି। ଏ ସଂପର୍କ ରେ ନିମାପଡା ଥାନା ରେ ଦଫା ୩୪୧/୨୯୪/୩୭୬(୧)/୪୫୦/୫୦୬/୬ ପୋସ୍କୋ ଆଇନ ରେ ଏକ ମାମଲା ରୁଜୁ ହୋଇଥିବା କହିଛନ୍ତି ନିମାପଡା ଏସ ଡି ପି ଓ ଦେବାଶିଷ ମିଶ୍ର। ଏହି ଘଟଣା ସମଗ୍ର ନିମାପଡ଼ା ଅଞ୍ଚଳ ରେ ଚାଞ୍ଚଲ୍ୟ ସୃଷ୍ଟି କରିଛି ।

Related post

ସ୍ତ୍ରୀ କୁ ହତ୍ୟା ତାପରେ  ସ୍ୱାମୀ ଆତ୍ମହତ୍ୟା

ସ୍ତ୍ରୀ କୁ ହତ୍ୟା ତାପରେ ସ୍ୱାମୀ ଆତ୍ମହତ୍ୟା

ଫୋକସପ୍ଲସ 30/05/23(ଧାମନଗର) ଚାଞ୍ଚଲ୍ୟ କର ହତ୍ୟା ନିଜ ସ୍ତ୍ରୀ କୁ ପ୍ରଥମେ ହତ୍ୟା ତାପରେ ସ୍ୱାମୀ କରିଲା ଆତ୍ମହତ୍ୟା ! ଧାରୁଆ କଟୁରୀ ରେ ହାଣି ହତ୍ୟା କରିବା…
କାହିଁକି ଏମିତି କହିଲେ ବାଗେଶ୍ୱର ବାବା ?

କାହିଁକି ଏମିତି କହିଲେ ବାଗେଶ୍ୱର ବାବା ?

  ଫୋକସପ୍ଲସ 29/05/2023(ଅହମଦାବାଦ) କାହଁକି ଏମିତି କହିଲେ ବାଗେଶ୍ୱର ବାବା? ପଣ୍ଡିତ ଧିରେନ୍ଦ୍ର ଶାସ୍ତ୍ରୀ ତାଙ୍କ ବିବୃତ୍ତି ନେଇ ପ୍ରାୟତଃ ସବୁବେଳେ ହେଡ ଲାଇନରେ ରହିଥାନ୍ତି। , କିଛି…
ଦୈନିକ ସଂକ୍ରମଣ ୪ ଶହ ତଳକୁ

ଦୈନିକ ସଂକ୍ରମଣ ୪ ଶହ ତଳକୁ

ଫୋକସପ୍ଲସ 29/05/2023(ନୂଆଦିଲ୍ଲୀ) ବର୍ତମାନ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। କରୋନା ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ…

Leave a Reply

Your email address will not be published. Required fields are marked *