ଯୁବକ ରଶି ଲଗାଇ କଲେ ଆତ୍ମହତ୍ୟା ।

ଯୁବକ ରଶି ଲଗାଇ କଲେ ଆତ୍ମହତ୍ୟା ।

ଫୋକସ ପ୍ଲସ 22/5/22(ବଡ଼ଚଣା): ବୈରି ଥାନା ଅନ୍ତର୍ଗତ ଛତିଆ ଗ୍ରାମରେ ଏହି ଆତ୍ମ ହତ୍ୟା ଘଟଣା ଘଟିଥିବା ଦେଖିବାକୁ ମିଳିଛି। ମୃତକ ଜଣକ ହେଲେ ଦୀପକ ସାହୁ, ବୟସ ୨୭ ପି- ନରେନ୍ଦ୍ର ସାହୁ ଗ୍ରାମ- ଛତିଆ ବୋଲି ଜଣାପଡିଛି। ସୂଚନା ଥାଉକି ଯୁବକ ଜଣକ ନିଜ ଘରେ ଗତ ରାତ୍ରିରେ ରଶି ଲଗାଇ ଆତ୍ମହତ୍ୟା କରିଛି,ଏହି ଖବର ପାଇ ଛତିଆ ପୋଲିସ ବିଟ ହାଉସ ଅଧିକାରୀ ଗୋବର୍ଦ୍ଧନ ନାୟକ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ବଡ ଚଣା ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର କୁ ପଠାଇ ଥିବା ବେଳେ,ଶବ ନିକଟରୁ ଏକ ମୋବାଇଲ କୁ ପୋଲିସ ଜବତ କରୀ ଅଧିକ ତଦନ୍ତ ଚଳାଇ ଥିବା ଜଣାପଡିଛି।

ବଡ଼ଚଣା ରୁ ବିଷ୍ଣୁ ଚରଣ ସାହୁଙ୍କ ରିପୋର୍ଟ ଫୋକସ ପ୍ଲସ

Related post

ଅବ୍ୟବସ୍ଥାରେ ବେନଗାଁ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର

ଅବ୍ୟବସ୍ଥାରେ ବେନଗାଁ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର

ଫୋକସ ପ୍ଲସ(ଲାଞ୍ଜିଗଡ)୧୭/୦୮/୨୦୨୨: କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ଅତ୍ୟନ୍ତ ଦୁର୍ଗମ ଆଦିବାସୀ ଅଦ୍ୟୁଷିତ ଅଞ୍ଚଳରେ ରହିଥିବା ବେନଗାଁ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଏବେ ଅବ୍ୟବସ୍ଥାରେ ପଡି ରହିଛି!ଏହି ପ୍ରାଥମିକ…
RD ବିଭାଗ ଅବହେଳା ଯୋଗୁଁ ଘରେ ପଶୁଛି ପାଣ

RD ବିଭାଗ ଅବହେଳା ଯୋଗୁଁ ଘରେ ପଶୁଛି ପାଣ

ଫୋକସ ପ୍ଲସ(କେସିଙ୍ଗା)୧୭/୦୮/୨୦୨୨: ଗତ ଲଗାଣ ବର୍ଷାରେ ସମଗ୍ର ଅଞ୍ଚଳରେ ସ୍ଥିତି ବେହାଲ ହୋଇ ପଡ଼ିଛି। ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଅଞ୍ଚଳବାସୀ। ଏଭଳି ସ୍ଥିତିରେ କାଣ୍ଡେଲ ଅଞ୍ଚଳରେ…
କଲିଙ୍ଗନଗର ରେ ଥିବା କାରଖାନା ମାନଙ୍କ ମନମାନି

କଲିଙ୍ଗନଗର ରେ ଥିବା କାରଖାନା ମାନଙ୍କ ମନମାନି

ଫୋକସ ପ୍ଲସ(ଯାଜପୁର)୧୭/୦୮/୨୦୨୨: ଯାଜପୁର ଜିଲ୍ଲା କଲିଙ୍ଗନଗର ଅଞ୍ଚଳ ରେ ଛୋଟ ବଡ ମିଶି ୧୮ ରୁ ଅଧିକ କାରଖାନା ଗଡି ଉଠିଛି । ମାତ୍ର କଲିଙ୍ଗନଗର ଅବସ୍ଥା ରେ…

Leave a Reply

Your email address will not be published.