ଉଦ୍ଧାର ହେଲା ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତ ଦେହ

ଉଦ୍ଧାର ହେଲା ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତ ଦେହ

ଫୋକସ ପ୍ଲସ 24/5/22:ଜରଡ଼ା ଥାନା ଅନ୍ତର୍ଗତ ସାମନ୍ତରାପୁର ଗ୍ରାମରୁ ପ୍ରେମୀ ଯୁଗଳଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ଉଭୟ ସାମନ୍ତରାପୁର ଗ୍ରାମରହୋଇଥିବା ବେଳେ
ଯୁବକଙ୍କ ନାଁ ସୋନୁ ବେହେରା ଓ ଯୁବତୀ ଜଣକ ଙ୍କ ନା ସୁନିତା ପ୍ରଧାନ।ସୋନୁଙ୍କ ଝୁଲନ୍ତା ମୃତଦେହ ଗାଁ ନିକଟ ଆମ୍ବତୋଟାରୁ ଆଜି ସକାଳେ ମିଳିଥିଲା।ସୁନିତା ଏହା ଜାଣିବା ପରେ ସେଠାକୁ ଯାଇ ସୋନୁଙ୍କ ଶବକୁ ଧରି କାନ୍ଦିଥିଲା।
ପରେ ସେଠାରୁ ସୁନିତା କେଉଁଆଡ଼େ ଗାଏବ ହୋଇଯାଇଥିଲା।ପରିବାର ଲୋକେ ଖୋଜାଖୋଜି କରିବାରୁ ଗାଁ ଠାରୁ ଅଧକିମି ଦୂର ଆଉ ଏକ ଗଛରୁ ସୁନିତାର ମୃତ ଦେହ ମିଳିଥିଲା । ଖବର ପାଇ ଜରଡ଼ା ଥାନା ପୋଲିସ ଉଭୟଙ୍କ ଶବକୁ ଜବତ କରି ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ କରି ଶବ ବ୍ୟବଛେଦ ପାଇଁ ବ୍ରହ୍ମପୁର ପଠାଇଛି। ପ୍ରେମି ଯୁଗଳ ଙ୍କ ମୃତ୍ୟୁ ନେଇ ଜରଡ଼ା ଅଞ୍ଚଳ ରେ ଚାଞ୍ଚଲ୍ୟ ଖେଳିଯାଇଛି।

Related post

ସ୍ତ୍ରୀ କୁ ହତ୍ୟା ତାପରେ  ସ୍ୱାମୀ ଆତ୍ମହତ୍ୟା

ସ୍ତ୍ରୀ କୁ ହତ୍ୟା ତାପରେ ସ୍ୱାମୀ ଆତ୍ମହତ୍ୟା

ଫୋକସପ୍ଲସ 30/05/23(ଧାମନଗର) ଚାଞ୍ଚଲ୍ୟ କର ହତ୍ୟା ନିଜ ସ୍ତ୍ରୀ କୁ ପ୍ରଥମେ ହତ୍ୟା ତାପରେ ସ୍ୱାମୀ କରିଲା ଆତ୍ମହତ୍ୟା ! ଧାରୁଆ କଟୁରୀ ରେ ହାଣି ହତ୍ୟା କରିବା…
କାହିଁକି ଏମିତି କହିଲେ ବାଗେଶ୍ୱର ବାବା ?

କାହିଁକି ଏମିତି କହିଲେ ବାଗେଶ୍ୱର ବାବା ?

  ଫୋକସପ୍ଲସ 29/05/2023(ଅହମଦାବାଦ) କାହଁକି ଏମିତି କହିଲେ ବାଗେଶ୍ୱର ବାବା? ପଣ୍ଡିତ ଧିରେନ୍ଦ୍ର ଶାସ୍ତ୍ରୀ ତାଙ୍କ ବିବୃତ୍ତି ନେଇ ପ୍ରାୟତଃ ସବୁବେଳେ ହେଡ ଲାଇନରେ ରହିଥାନ୍ତି। , କିଛି…
ଦୈନିକ ସଂକ୍ରମଣ ୪ ଶହ ତଳକୁ

ଦୈନିକ ସଂକ୍ରମଣ ୪ ଶହ ତଳକୁ

ଫୋକସପ୍ଲସ 29/05/2023(ନୂଆଦିଲ୍ଲୀ) ବର୍ତମାନ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। କରୋନା ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ…

Leave a Reply

Your email address will not be published. Required fields are marked *