ଖଟିଆ ରେ ବୁହାହେଉଛନ୍ତି ରୋଗୀ

ଖଟିଆ ରେ ବୁହାହେଉଛନ୍ତି ରୋଗୀ

ଫୋକସ ପ୍ଲସ 25/5/22(ଯାଜପୁର): ସୁକିନ୍ଦା ବ୍ଲକ ଅନ୍ତର୍ଗତ ଲେମ୍ୱୋ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ତଳପଳାଖଳି ଗ୍ରାମର ବାସନ୍ତୀ ମୁଣ୍ଡା,ସ୍ବାମୀ -: କୁଁଆର ମୁଣ୍ଡା ବୁଧବାର ସକାଳ ୬ ଘଟିକା ସମୟରେ ଗ୍ରାମର ବାସନ୍ତୀ ମୁଣ୍ଡାଙ୍କର ଦେହ ହଠାତ ଅସୁସ୍ଥ ହୋଇଯିବାରୁ ଗ୍ରାମବାସୀ ତୁରନ୍ତ ସରକାରୀ 108 ଆମ୍ବୁଲାନ୍ସକୁ ଯୋଗାଯୋଗ କରିବାରୁ ସରକାରୀ 108 ଆମ୍ବୁଲାନ୍ସ ସୂଚନା ପାଈ ତୁରନ୍ତ ତଳପଳାଖଳି ଗ୍ରାମରକୁ ଯିବ ବେଳେ ଗ୍ରାମକୁ ରାସ୍ତା ସଠିକ୍ ନଥିବାରୁ ଆମ୍ବୁଲାନ୍ସଟି ଗ୍ରାମଠାରୁ ବହୁ ଦୂରରେ ଥିବା ରାସ୍ତାରେ ରହିବା ପରେ ଗ୍ରାମବାସୀ ବାସନ୍ତୀ ମୁଣ୍ଡାଙ୍କୁ ଗ୍ରାମରୁ ଖଟିଆରେ ଗ୍ରାମ ପାଖ ରାସ୍ତା ପର୍ଯ୍ୟନ୍ତ ବୋହି ଆଣିବା ପରେ ବାସନ୍ତୀ ମୁଣ୍ଡାଙ୍କୁ ଗୁରୁତର ଅବସ୍ଥାରେ ସୁକିନ୍ଦା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଈଥିବା ଦେଖିବାକୁ ମିଳିଛି ।

ଯାଜପୁର ସୁକିନ୍ଦା ଦାନଗଦୀ ରୁ ପଦ୍ମନାଭ ପହି ଙ୍କ ରିପୋର୍ଟ ଫୋକସ ପ୍ଲସ୍।

Related post

ମଧ୍ୟାହ୍ନ ଭୋଜନ ଖାଇ 15 ଛାତ୍ରଛାତ୍ରୀ ଅସୁସ୍ଥ l

ମଧ୍ୟାହ୍ନ ଭୋଜନ ଖାଇ 15 ଛାତ୍ରଛାତ୍ରୀ ଅସୁସ୍ଥ l

ଫୋକସ ପ୍ଲସ 29/11/22 (ପାଲଲହଡା):ମଧ୍ୟାହ୍ନ ଭୋଜନ ଖାଇ 15 ଛାତ୍ରଛାତ୍ରୀ ଅସୁସ୍ଥ ଖମାର ହସ୍ପିଟାଲ ଭର୍ତ୍ତି lପାଲଲହଡା ଉପଖଣ୍ଡ ରଜଡ଼ଙ୍ଗ ପଞ୍ଚାୟତ ରଜଡଙ୍ଗ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ସପ୍ତମ…
ଯୁବକ ଙ୍କୁ ନିର୍ମମ ହତ୍ୟା

ଯୁବକ ଙ୍କୁ ନିର୍ମମ ହତ୍ୟା

ଫୋକସ ପ୍ଲସ 29/11/22 (କୋକସରା): କଳାହାଣ୍ଡି ଜିଲ୍ଲା କୋକସରା ଥାନା ଅନ୍ତର୍ଗତ ମହୁଳମୁଣ୍ଡା ଗାଁରେ ଜଣେ ଯୁବକ ଙ୍କୁ ନିର୍ମମ ହତ୍ୟା ଅଭିଯୋଗ ପରେ କୋକସରା ପୁଲିସ ଘଟଣା…
ଔଷଧ ପୋଡ଼ି ଦେଲେ ଶିକ୍ଷା ବିଭାଗ କର୍ମଚାରୀ।

ଔଷଧ ପୋଡ଼ି ଦେଲେ ଶିକ୍ଷା ବିଭାଗ କର୍ମଚାରୀ।

ଫୋକସ ପ୍ଲସ 29/11/22 ( ଜଗତସିଂହପୁର): ଛାତ୍ରଛାତ୍ରୀ ମାନଙ୍କ ଶାରୀରିକ ବିକାଶ ପାଇଁ ବିଦ୍ୟାଳୟ ମାନଙ୍କୁ ଭିଟାମିନ ଔଷଧ ପ୍ରଦାନ କରିଛନ୍ତି।ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଏହି ଔଷଧ…

Leave a Reply

Your email address will not be published.