ମଦ ଦୋକାନରେ ଅଘଟଣ

ମଦ ଦୋକାନରେ ଅଘଟଣ

ଫୋକସ ପ୍ଲସ 28/5/22(ଚମ୍ପୁଆ ): ଚମ୍ପୁଆ ଥାନା ଅନ୍ତର୍ଗତ ରିମୁଳି ପାଣ୍ଡି ଅଧିନରେ ଥିବା ନାରଦ ପୁର ବିଦେଶି ମଦ ଦୋକାନରେ ଘଟିଯାଇଛି ଘଟଣା। ପୋଲିସର ସୂଚନାନୁସାରେ ଗତକାଲି ରାତି ପ୍ରାୟ ୧୦ଟା ବେଳେ୫ଜଣ ଦୁର୍ବୁତ ବନ୍ଧୁକ ଦେଖାଇ ୧ ଲକ୍ଷରୁ ଅଧିକ ଟଙ୍କା ଲୁଟି ନେଇ ପଳାଇଛନ୍ତି। କାଉଣ୍ଟରେ କର୍ମଚାରୀ ଥିବା ସମୟରେ ଏଭଳି କାଣ୍ଡ ଦୁର୍ବୁତମାନେ ଭିଆଇଛନ୍ତି । ପୋଲିସ ଏ ନେଇ ତଦନ୍ତ ଚଳାଇଥିଲେ ମଧ୍ୟ ଅଭିଯୁକ୍ତମାନଙ୍କ ସୁରାକ ପାଇ ପାରିନାହିଁ ।ଚମ୍ପୁଆରୁ ଦାଶରଥି ଗିରିଙ୍କ ରିପୋର୍ଟ ଫୋକସ ପ୍ଲସ |

Related post

ମଧ୍ୟାହ୍ନ ଭୋଜନ ଖାଇ 15 ଛାତ୍ରଛାତ୍ରୀ ଅସୁସ୍ଥ l

ମଧ୍ୟାହ୍ନ ଭୋଜନ ଖାଇ 15 ଛାତ୍ରଛାତ୍ରୀ ଅସୁସ୍ଥ l

ଫୋକସ ପ୍ଲସ 29/11/22 (ପାଲଲହଡା):ମଧ୍ୟାହ୍ନ ଭୋଜନ ଖାଇ 15 ଛାତ୍ରଛାତ୍ରୀ ଅସୁସ୍ଥ ଖମାର ହସ୍ପିଟାଲ ଭର୍ତ୍ତି lପାଲଲହଡା ଉପଖଣ୍ଡ ରଜଡ଼ଙ୍ଗ ପଞ୍ଚାୟତ ରଜଡଙ୍ଗ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ସପ୍ତମ…
ଯୁବକ ଙ୍କୁ ନିର୍ମମ ହତ୍ୟା

ଯୁବକ ଙ୍କୁ ନିର୍ମମ ହତ୍ୟା

ଫୋକସ ପ୍ଲସ 29/11/22 (କୋକସରା): କଳାହାଣ୍ଡି ଜିଲ୍ଲା କୋକସରା ଥାନା ଅନ୍ତର୍ଗତ ମହୁଳମୁଣ୍ଡା ଗାଁରେ ଜଣେ ଯୁବକ ଙ୍କୁ ନିର୍ମମ ହତ୍ୟା ଅଭିଯୋଗ ପରେ କୋକସରା ପୁଲିସ ଘଟଣା…
ଔଷଧ ପୋଡ଼ି ଦେଲେ ଶିକ୍ଷା ବିଭାଗ କର୍ମଚାରୀ।

ଔଷଧ ପୋଡ଼ି ଦେଲେ ଶିକ୍ଷା ବିଭାଗ କର୍ମଚାରୀ।

ଫୋକସ ପ୍ଲସ 29/11/22 ( ଜଗତସିଂହପୁର): ଛାତ୍ରଛାତ୍ରୀ ମାନଙ୍କ ଶାରୀରିକ ବିକାଶ ପାଇଁ ବିଦ୍ୟାଳୟ ମାନଙ୍କୁ ଭିଟାମିନ ଔଷଧ ପ୍ରଦାନ କରିଛନ୍ତି।ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଏହି ଔଷଧ…

Leave a Reply

Your email address will not be published.