ମଦ ଦୋକାନରେ ଅଘଟଣ

ମଦ ଦୋକାନରେ ଅଘଟଣ

ଫୋକସ ପ୍ଲସ 28/5/22(ଚମ୍ପୁଆ ): ଚମ୍ପୁଆ ଥାନା ଅନ୍ତର୍ଗତ ରିମୁଳି ପାଣ୍ଡି ଅଧିନରେ ଥିବା ନାରଦ ପୁର ବିଦେଶି ମଦ ଦୋକାନରେ ଘଟିଯାଇଛି ଘଟଣା। ପୋଲିସର ସୂଚନାନୁସାରେ ଗତକାଲି ରାତି ପ୍ରାୟ ୧୦ଟା ବେଳେ୫ଜଣ ଦୁର୍ବୁତ ବନ୍ଧୁକ ଦେଖାଇ ୧ ଲକ୍ଷରୁ ଅଧିକ ଟଙ୍କା ଲୁଟି ନେଇ ପଳାଇଛନ୍ତି। କାଉଣ୍ଟରେ କର୍ମଚାରୀ ଥିବା ସମୟରେ ଏଭଳି କାଣ୍ଡ ଦୁର୍ବୁତମାନେ ଭିଆଇଛନ୍ତି । ପୋଲିସ ଏ ନେଇ ତଦନ୍ତ ଚଳାଇଥିଲେ ମଧ୍ୟ ଅଭିଯୁକ୍ତମାନଙ୍କ ସୁରାକ ପାଇ ପାରିନାହିଁ ।ଚମ୍ପୁଆରୁ ଦାଶରଥି ଗିରିଙ୍କ ରିପୋର୍ଟ ଫୋକସ ପ୍ଲସ |

Related post

ଆଜି ଉତ୍କଳ ଦିବସ ; ସମଗ୍ର ବିଶ୍ୱରେ ଏକ ସ୍ୱତନ୍ତ୍ର  ସ୍ଥାନ ପାଇଛି ମୋ ଓଡିଶା

ଆଜି ଉତ୍କଳ ଦିବସ ; ସମଗ୍ର ବିଶ୍ୱରେ ଏକ ସ୍ୱତନ୍ତ୍ର ସ୍ଥାନ…

ସବୁଜ ସୁନ୍ଦର ଶସ୍ୟ ଶ୍ୟାମଳା ମୋ ଜନମ ଭୂଇଁ ଉତ୍କଳ,କଳା ଧର୍ମ ସଂସ୍କୃତି ଆଉ ନିଆରା ପରମ୍ପରା ପାଇଁ ସମଗ୍ର ବିଶ୍ୱରେ ଏକ ସ୍ୱତନ୍ତ୍ର ସ୍ଥାନ ପାଇଛି ମୋ…
ନ୍ୟାୟ ପାଇଁ ଥାନା ଆଗରେ ଧାରଣା ଦେବେ ସରପଞ୍ଚ

ନ୍ୟାୟ ପାଇଁ ଥାନା ଆଗରେ ଧାରଣା ଦେବେ ସରପଞ୍ଚ

ଫୋକସ ପ୍ଲସ 1/4/23(ବ୍ୟୁରୋ): ଆମେ କହୁଛୁ ଯାଜପୁର ଜିଲ୍ଲା ବ୍ରହ୍ମବରଦା ଥାନା ରାଉତରାୟପୁର ସରପଂଚ ସ୍ୱର୍ଣଲତା ସାହୁ ଙ୍କ କଥା। ଅଭିଯୋଗ ଅନୁଯାୟୀ ସରପଞ୍ଚ ସ୍ୱର୍ଣଲତା ସାହୁ ପଞ୍ଚାୟତ…
ପୂର୍ବ ବଚସାକୁ ନେଇ ଆକ୍ରମଣ

ପୂର୍ବ ବଚସାକୁ ନେଇ ଆକ୍ରମଣ

ଫୋକସ ପ୍ଲସ 31/3/23(ଆନନ୍ଦପୁର): ଆନନ୍ଦପୁର ଉପଖଣ୍ଡ ଘସିପୁରା ବ୍ଲକ ଅଧ୍ୟକ୍ଷା ସ୍ବାମୀ ଘରେ ପଶି ବୃଦ୍ଧାଙ୍କୁ ଆକ୍ରମଣ କରିଥିଲେ । ଗୁରୁତର ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ।…

Leave a Reply

Your email address will not be published. Required fields are marked *