ବିଦ୍ୟୁତ ସଂସ୍ପର୍ଶରେ ଯୁବକ ମୃତ

ବିଦ୍ୟୁତ ସଂସ୍ପର୍ଶରେ ଯୁବକ ମୃତ

ଫୋକସ ପ୍ଲସ ୨୯/୫/୨୨(ବାଲେଶ୍ଵର): ବାଲେଶ୍ଵର ବାଲିଆ ପାଳ ରେ ଘଟିଛି ଅଘଟଣ । ବାଲିଆପାଳ ପାରୁଳିଆ ଛକ ନିକଟରେ ଥିବା ନେତାଜୀ ଷ୍ଟାଡିୟମ ରେ ମୀନାବଜର ମେଳା ପ୍ରସ୍ତୁତି ସମୟରେ ୧୧ ଜେବି ବିଦ୍ୟୁତ୍ ତାର ସଂସ୍ପର୍ଶ ରେ ଆସି ଶ୍ରମିକ ମ୍ରୁତ । ଘଟଣାକୁ ନେଇ ଦୁଇ ଜଣ ବାଲିଆପାଳ ଥାନାରେ ଅଟକ । ମ୍ରୁତକ ଜଣକ ହେଲେ ପଶ୍ଚିମବଙ୍ଗ ବାଙ୍କୁଡ଼ା ଅଞ୍ଚଳର ବିଜୟ ସାଇଦ ।ବାଲେଶ୍ୱର ରୁ ଗୁରୁ ପ୍ରସାଦ ବାରିକଙ୍କ ରିପୋର୍ଟ ଫୋକସ ପ୍ଲସ|

Related post

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ଭାଜପାର କଟକ ସାଂସଦ ପ୍ରାର୍ଥୀ ଭର୍ତୁହରୀ।

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ଭାଜପାର କଟକ ସାଂସଦ ପ୍ରାର୍ଥୀ ଭର୍ତୁହରୀ।

କଟକ୦୮/୦୪/୨୦୨୪; ଏବେ ମଧ୍ୟ ବିଭିନ୍ନ ଦଳରେ ମିଶ୍ରଣ ପର୍ବ ଜାରି ରହିଥିବା ବେଳେ ଗତ କିଛି ଦିନ ତଳେ ଶଙ୍ଖ ଛାଡି ପଦ୍ମ ଧରିଥିବା ବିଜେପି ର କଟକ…
୧୭ ମିନିଟରେ ନିଆରା ବାହାଘର |

୧୭ ମିନିଟରେ ନିଆରା ବାହାଘର |

ସୁନ୍ଦରଗଡ଼୦୮/୦୪/୨୦୨୪; ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ରାନିବନ୍ଧ ଠାରେ ଦେଖିବାକୁ ମିଳିଛି ନିଆରା ଢଙ୍ଗରେ ବାହାଘର, ସାଧାରଣତଃ ଆପଣମାନେ ଦେଖିଥିବେ ବରଯାତ୍ରୀ ନେଇ ବାଜା ବାଣ ରୋଷଣି ରେ ବର…
ଆସୁଛି କାଳବୈଶାଖୀ ଜବର,୪ ଦିନ ବର୍ଷିବ |

ଆସୁଛି କାଳବୈଶାଖୀ ଜବର,୪ ଦିନ ବର୍ଷିବ |

ପାଣିପାଗ ୦୮/୦୪/୨୦୨୪; ଆସୁଛି ବଡ ବର୍ଷା | ୪ ଦିନ ବର୍ଷିବ | ଏହି ସବୁ ରାଜ୍ୟରେ ତାଣ୍ଡବ ରଚିବ କାଳବୈଶାଖୀ | ପାଣିପାଗ ବିଭାଗ ଅନୁଯାୟୀ, ଅରୁଣାଚଳ…

Leave a Reply

Your email address will not be published. Required fields are marked *