କନିଷ୍ଟ ଯନ୍ତ୍ରୀ ଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ୫ ଅଭିଯୁକ୍ତ ଗିରଫ

କନିଷ୍ଟ ଯନ୍ତ୍ରୀ ଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ୫ ଅଭିଯୁକ୍ତ ଗିରଫ

ଫୋକସ ପ୍ଲସ ୩୧/୫/୨୨(ନବରଙ୍ଗପୁର ): ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକରେ ଗତ ୨୪ତାରିଖରେ କନିଷ୍ଟ ଯନ୍ତ୍ରୀଙ୍କୁ ମାଉଜର ସାହାଯ୍ୟ ରେ ମରଣାନ୍ତକ ଆକ୍ରମଣ ହୋଇଥିଲା । ଏହି ଘଟଣା କୁ ବିଭିନ୍ନ ମହଲରେ ଆନ୍ଦୋଳନ ର ଚେତାବନୀ ଦିଆଯାଇଥିଲା । ସଂପୃକ୍ତ ଅଭିଯୁକ୍ତ ଙ୍କୁ ଗିରଫ କରାନ ଗଲେ ଆସନ୍ତା ୩୧ତାରିଖରେ ତେନ୍ତୁଳଖୁଣ୍ଟି ଚକ ଅଖ ବନ୍ଦ କରିବ କଂଗ୍ରେସ ବୋଲି କଂଗ୍ରେସ ସଭାପତି ମୁନା ତ୍ରିପାଠି କହିଥିଲେ। ଏହି ଘଟଣା ପରେ ପୁଲିସ ତତ୍ୱରତା ଦେଖାଇ ପାଞ୍ଚ ଅଭିଯୁକ୍ତ ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏହି ପରିପ୍ରେକ୍ଷୀରେ ଆଜି ନବରଙ୍ଗପୁର ଏସ ଡି ପି ଓ ଆଦିତ୍ୟ ସେନ ଏକ ସାମ୍ବାଦିକ ସମ୍ମିଳନୀ କରି କହିଥିଲେ। ତେଣୁ ଅପର ପକ୍ଷରେ କଂଗ୍ରେସ ବନ୍ଦ ଡାକରା କୁ ବାତିଲ କରିବା ନେଇ ଜିଲ୍ଲା କଂଗ୍ରେସ ସଭାପତି ମୁନା ତ୍ରିପାଠୀ ଜଣାଇଥିଲେ।

ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ରୁ ବିଲିହନ୍ ସାବନ୍ ଖୁରା ଫୋକସ ପ୍ଲସ

Related post

ଅବ୍ୟବସ୍ଥାରେ ବେନଗାଁ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର

ଅବ୍ୟବସ୍ଥାରେ ବେନଗାଁ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର

ଫୋକସ ପ୍ଲସ(ଲାଞ୍ଜିଗଡ)୧୭/୦୮/୨୦୨୨: କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ଅତ୍ୟନ୍ତ ଦୁର୍ଗମ ଆଦିବାସୀ ଅଦ୍ୟୁଷିତ ଅଞ୍ଚଳରେ ରହିଥିବା ବେନଗାଁ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଏବେ ଅବ୍ୟବସ୍ଥାରେ ପଡି ରହିଛି!ଏହି ପ୍ରାଥମିକ…
RD ବିଭାଗ ଅବହେଳା ଯୋଗୁଁ ଘରେ ପଶୁଛି ପାଣ

RD ବିଭାଗ ଅବହେଳା ଯୋଗୁଁ ଘରେ ପଶୁଛି ପାଣ

ଫୋକସ ପ୍ଲସ(କେସିଙ୍ଗା)୧୭/୦୮/୨୦୨୨: ଗତ ଲଗାଣ ବର୍ଷାରେ ସମଗ୍ର ଅଞ୍ଚଳରେ ସ୍ଥିତି ବେହାଲ ହୋଇ ପଡ଼ିଛି। ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଅଞ୍ଚଳବାସୀ। ଏଭଳି ସ୍ଥିତିରେ କାଣ୍ଡେଲ ଅଞ୍ଚଳରେ…
କଲିଙ୍ଗନଗର ରେ ଥିବା କାରଖାନା ମାନଙ୍କ ମନମାନି

କଲିଙ୍ଗନଗର ରେ ଥିବା କାରଖାନା ମାନଙ୍କ ମନମାନି

ଫୋକସ ପ୍ଲସ(ଯାଜପୁର)୧୭/୦୮/୨୦୨୨: ଯାଜପୁର ଜିଲ୍ଲା କଲିଙ୍ଗନଗର ଅଞ୍ଚଳ ରେ ଛୋଟ ବଡ ମିଶି ୧୮ ରୁ ଅଧିକ କାରଖାନା ଗଡି ଉଠିଛି । ମାତ୍ର କଲିଙ୍ଗନଗର ଅବସ୍ଥା ରେ…

Leave a Reply

Your email address will not be published.