ବରଯାତ୍ରୀ ଗାଡି ଦୁର୍ଘଟଣା ଗ୍ରସ୍ତ

ବରଯାତ୍ରୀ ଗାଡି ଦୁର୍ଘଟଣା ଗ୍ରସ୍ତ

ଫୋକସ ପ୍ଲସ 1/06/22(ବାରିପଦା): ଭାରସାମ୍ୟ ହରେଇ ବରଯାତ୍ରୀ ନେଇ ଫେରୁଥିବା ସଵାରୀ ଦୁର୍ଘଟଣା ।୮ରୁ ଅଧିକ ଗୁରୁତର।ଝାରପୋଖରିଆ ଥାନା ଅନ୍ତର୍ଗତ ସଂକୁଚା ନିକଟରେ ଘଟିଛି ଦୁର୍ଘଟଣା।ସୂଚନା ଅନୁସାରେ ଝାରପୋଖରିଆ ଥାନା ପାକଟିଆ ଅଞ୍ଚଳରୁ ବାହାଘର ସାରି ଫେରୁଥିବା କାଠସିର୍ସି ଅଂଚଳର ବରଯାତ୍ରୀ ଗାଡି ଟି ଭାରସାମ୍ୟ ହରେଇ ରାସ୍ତା କଡ଼କୁ ଓଲଟି ପଡିଥିଲା।ଫଳରେ ଗାଡି ରେ ଥିବା ୧୩ଜଣ ରୁ ଅଧିକ ଯାତ୍ରୀ ଙ୍କ ମଧ୍ୟରୁ ୮ଜଣ ମହିଳା ଓ ପୁରୁଷ ଯାତ୍ରୀ ଗୁରୁତର ହେଇଛନ୍ତି।ସ୍ଥାନୀୟ ଲୋକ ଗୁରୁତର ଙ୍କୁ ଉଦ୍ଧାର କରି ବାରିପଦା ସ୍ଥିତ ପି ଆର ଏମ କୁ ପଠେଇ ଦେଇଛନ୍ତି।ତେବେ ଗୁରୁତର ଙ୍କ ପରିଚୟ ମିଳି ପାରି ନାହିଁ।

Related post

ଆଜି ଉତ୍କଳ ଦିବସ ; ସମଗ୍ର ବିଶ୍ୱରେ ଏକ ସ୍ୱତନ୍ତ୍ର  ସ୍ଥାନ ପାଇଛି ମୋ ଓଡିଶା

ଆଜି ଉତ୍କଳ ଦିବସ ; ସମଗ୍ର ବିଶ୍ୱରେ ଏକ ସ୍ୱତନ୍ତ୍ର ସ୍ଥାନ…

ସବୁଜ ସୁନ୍ଦର ଶସ୍ୟ ଶ୍ୟାମଳା ମୋ ଜନମ ଭୂଇଁ ଉତ୍କଳ,କଳା ଧର୍ମ ସଂସ୍କୃତି ଆଉ ନିଆରା ପରମ୍ପରା ପାଇଁ ସମଗ୍ର ବିଶ୍ୱରେ ଏକ ସ୍ୱତନ୍ତ୍ର ସ୍ଥାନ ପାଇଛି ମୋ…
ନ୍ୟାୟ ପାଇଁ ଥାନା ଆଗରେ ଧାରଣା ଦେବେ ସରପଞ୍ଚ

ନ୍ୟାୟ ପାଇଁ ଥାନା ଆଗରେ ଧାରଣା ଦେବେ ସରପଞ୍ଚ

ଫୋକସ ପ୍ଲସ 1/4/23(ବ୍ୟୁରୋ): ଆମେ କହୁଛୁ ଯାଜପୁର ଜିଲ୍ଲା ବ୍ରହ୍ମବରଦା ଥାନା ରାଉତରାୟପୁର ସରପଂଚ ସ୍ୱର୍ଣଲତା ସାହୁ ଙ୍କ କଥା। ଅଭିଯୋଗ ଅନୁଯାୟୀ ସରପଞ୍ଚ ସ୍ୱର୍ଣଲତା ସାହୁ ପଞ୍ଚାୟତ…
ପୂର୍ବ ବଚସାକୁ ନେଇ ଆକ୍ରମଣ

ପୂର୍ବ ବଚସାକୁ ନେଇ ଆକ୍ରମଣ

ଫୋକସ ପ୍ଲସ 31/3/23(ଆନନ୍ଦପୁର): ଆନନ୍ଦପୁର ଉପଖଣ୍ଡ ଘସିପୁରା ବ୍ଲକ ଅଧ୍ୟକ୍ଷା ସ୍ବାମୀ ଘରେ ପଶି ବୃଦ୍ଧାଙ୍କୁ ଆକ୍ରମଣ କରିଥିଲେ । ଗୁରୁତର ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ।…

Leave a Reply

Your email address will not be published. Required fields are marked *