ଜନଶୁଣାଣି ଶିବିର ଅନୁଷ୍ଠିତ

ଜନଶୁଣାଣି ଶିବିର ଅନୁଷ୍ଠିତ

ଫୋକସ ପ୍ଲସ ୦୨/୦୬/୨୨(ଭବାନୀପାଟଣା):ଆଜି ସ୍ଥାନୀୟ କଲମପୁର ବ୍ଲକ ସ୍ଥିତ ବିଡିଓଙ୍କ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ କୁମାର ପଟେଲ ତଥା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି ଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ ଧର୍ମଗଡ ଶ୍ରୀ ସଚିନ ପାୱାରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଓ କଲମପୁର ବ୍ଲକସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।ଏହି ଜନ ଶୁଣାଣି ଶିବିରରେ ମୋଟ୍ ୩୯୧ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୭୩ଟି ବ୍ୟକ୍ତିଗତ ସମସ୍ୟା ଜର୍ଜରିତ ଅଭିଯୋଗ ଓ ୧୮ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୨୭ଟି ଅଭିଯୋଗ ର ସମାଧାନ ତୁରନ୍ତ କରାଯାଇଥିଲା।

Related post

ସୁଧାଂଶୁ ରାଉତଙ୍କୁ ଜେଲ କାହିଁକି?

ସୁଧାଂଶୁ ରାଉତଙ୍କୁ ଜେଲ କାହିଁକି?

ଫୋକସ ପ୍ଲସ 28/3/23(ବ୍ୟୁରୋ): ବିଭିନ୍ନ ସମୟରେ ଗଣମାଧ୍ୟମ ରେ ନିଜର ସ୍ୱର କୁ ଶାଣିତ କରି ଅନେକ ଜୀବନ ଜୀବିକା କୁ ବସାଇ ପାରିଥିବା ଫୋକସ ପ୍ଲସ ମୁଖ୍ୟ…
ଦାଦନର ମୃତଦେହ ରଖି ଜାତୀୟ ରାଜପଥ ଅବରୋଧ

ଦାଦନର ମୃତଦେହ ରଖି ଜାତୀୟ ରାଜପଥ ଅବରୋଧ

ଫୋକସ ପ୍ଲସ 28/3/23(ବ୍ୟୁରୋ): ଦାଦନ ର ମୃତଦେହ ରଖି ଜାତୀୟ ରାଜପଥ ୨୬ ଅବରୋଧ।ତାମିଲନାଡୁ ରାଜ୍ୟର କୋଏମ୍ବାଟୁର ରେ ଦାଦନ ଶ୍ରମିକଙ୍କ ସନ୍ଦେହ ଜନକ ମୃତ୍ୟୁ ର ୩…
ଖୋଲା କୂପ ବଞ୍ଚାଇଛି 40 ବର୍ଷର ଜୀବନ ଯାତ୍ରା

ଖୋଲା କୂପ ବଞ୍ଚାଇଛି 40 ବର୍ଷର ଜୀବନ ଯାତ୍ରା

ଫୋକସ ପ୍ଲସ 28/3/23(ବ୍ୟୁରୋ): ଖରାଦିନରେ ଅନେକ ଜାଗାରେ ଦେଖିବାକୁ ମିଳିଥାଏ ଜଳ ର ସଙ୍କଟ | ମଣିଷ ଠୁ ପଶୁ ପକ୍ଷୀ ମଧ୍ୟ ଜଳ ପାଇଁ ଆଉଟ ପାଉଟୁ…

Leave a Reply

Your email address will not be published. Required fields are marked *