ଜନଶୁଣାଣି ଶିବିର ଅନୁଷ୍ଠିତ

ଜନଶୁଣାଣି ଶିବିର ଅନୁଷ୍ଠିତ

ଫୋକସ ପ୍ଲସ ୦୨/୦୬/୨୨(ଭବାନୀପାଟଣା):ଆଜି ସ୍ଥାନୀୟ କଲମପୁର ବ୍ଲକ ସ୍ଥିତ ବିଡିଓଙ୍କ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ କୁମାର ପଟେଲ ତଥା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି ଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ ଧର୍ମଗଡ ଶ୍ରୀ ସଚିନ ପାୱାରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଓ କଲମପୁର ବ୍ଲକସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।ଏହି ଜନ ଶୁଣାଣି ଶିବିରରେ ମୋଟ୍ ୩୯୧ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୭୩ଟି ବ୍ୟକ୍ତିଗତ ସମସ୍ୟା ଜର୍ଜରିତ ଅଭିଯୋଗ ଓ ୧୮ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୨୭ଟି ଅଭିଯୋଗ ର ସମାଧାନ ତୁରନ୍ତ କରାଯାଇଥିଲା।

Related post

ଅବ୍ୟବସ୍ଥାରେ ବେନଗାଁ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର

ଅବ୍ୟବସ୍ଥାରେ ବେନଗାଁ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର

ଫୋକସ ପ୍ଲସ(ଲାଞ୍ଜିଗଡ)୧୭/୦୮/୨୦୨୨: କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ଅତ୍ୟନ୍ତ ଦୁର୍ଗମ ଆଦିବାସୀ ଅଦ୍ୟୁଷିତ ଅଞ୍ଚଳରେ ରହିଥିବା ବେନଗାଁ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଏବେ ଅବ୍ୟବସ୍ଥାରେ ପଡି ରହିଛି!ଏହି ପ୍ରାଥମିକ…
RD ବିଭାଗ ଅବହେଳା ଯୋଗୁଁ ଘରେ ପଶୁଛି ପାଣ

RD ବିଭାଗ ଅବହେଳା ଯୋଗୁଁ ଘରେ ପଶୁଛି ପାଣ

ଫୋକସ ପ୍ଲସ(କେସିଙ୍ଗା)୧୭/୦୮/୨୦୨୨: ଗତ ଲଗାଣ ବର୍ଷାରେ ସମଗ୍ର ଅଞ୍ଚଳରେ ସ୍ଥିତି ବେହାଲ ହୋଇ ପଡ଼ିଛି। ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଅଞ୍ଚଳବାସୀ। ଏଭଳି ସ୍ଥିତିରେ କାଣ୍ଡେଲ ଅଞ୍ଚଳରେ…
କଲିଙ୍ଗନଗର ରେ ଥିବା କାରଖାନା ମାନଙ୍କ ମନମାନି

କଲିଙ୍ଗନଗର ରେ ଥିବା କାରଖାନା ମାନଙ୍କ ମନମାନି

ଫୋକସ ପ୍ଲସ(ଯାଜପୁର)୧୭/୦୮/୨୦୨୨: ଯାଜପୁର ଜିଲ୍ଲା କଲିଙ୍ଗନଗର ଅଞ୍ଚଳ ରେ ଛୋଟ ବଡ ମିଶି ୧୮ ରୁ ଅଧିକ କାରଖାନା ଗଡି ଉଠିଛି । ମାତ୍ର କଲିଙ୍ଗନଗର ଅବସ୍ଥା ରେ…

Leave a Reply

Your email address will not be published.