ଶୋଚନୀୟ ଅବସ୍ଥାରେ ରାସ୍ତାଘାଟ

ଶୋଚନୀୟ ଅବସ୍ଥାରେ ରାସ୍ତାଘାଟ

ଫୋକସ ପ୍ଲସ ୭/୬/୨୨(ଆଳି): କେନ୍ଦ୍ରାପଡା ଆଳି ବ୍ଲକ ର ସାନମଙ୍ଗ ଠାରୁ ବଲୁରିଆ ପର୍ଯ୍ୟନ୍ତ ମୁଖ୍ୟ ନଦୀବନ୍ଧ ରାସ୍ତା ବିପଦ ସଂକୁଳ ଅବସ୍ଥାରେ ପଡ଼ିରହିଥିବାରୁ ଜନସାଧାରଣ ମାନେ ନାହିଁ ନଥିବା ଅସୁବିଧା ର ସମ୍ମୁଖୀନ ହେଉଛନ୍ତି |ରାସ୍ତା ର ଅବସ୍ଥା ଏମିତି ଯେ ଗୋଟେ ମୋଟର ସାଇକେଲ ରେ ଯିବା ଆସିବା କରିବାକୁ ଅସୁବିଧା ହେଉଛନ୍ତି |ପ୍ରତ୍ୟେକ ଦିନ ଏହି ରାସ୍ତା ଦେଇ ବିଭିନ୍ନ ବସ ଓ ଭାରୀଯାନ ଏହି ରାସ୍ତା ଦେଇ ଯିବା ଆସିବା କରୁଥିବା ବେଳେ କିଛି ନା କିଛି ଛୋଟ ବଡ଼ ଦୁର୍ଘଟଣା ଦେଖିବାକୁ ମିଳୁଥିଲେ ମଧ୍ୟ ପ୍ରଶାସନ କିନ୍ତୁ ଏହି ରାସ୍ତା ଉପରେ କୌଣସି ନଜର ଦେଉନାହିଁ |ଏହି ରାସ୍ତା ଉପରେ ନିର୍ଭର ଶୀଳ ଥିବା ସ୍ଥାନୀୟ ପଂଚାୟତ ବାସୀ ସାମାନ୍ୟ ମେଡିକାଲ ଓ ଅନ୍ୟାନ୍ୟ କାମ ପାଇଁ ବାହାରକୁ ବାହାରିଲେ ବହୁତ ଅସୁବିଧା ର ସମ୍ମୁଖୀନ ହେଉଛନ୍ତି |ଆଗକୁ ବର୍ଷାଦିନ ଆସୁଥିବାରୁ ଏହି ରାସ୍ତା ପ୍ରତି ପ୍ରଶାସନ ଦୃଷ୍ଟି ଦେବାକୁ ସ୍ଥାନୀୟ ଲୋକଙ୍କ ଦାବି ଜୋର ଧରିଛି |

Related post

ବନ ବିଭାଗ ର ନିଷ୍କ୍ରିୟତା, ବୃଦ୍ଧି ପାଉଛି ବେଆଇନ କରତକଳ

ବନ ବିଭାଗ ର ନିଷ୍କ୍ରିୟତା, ବୃଦ୍ଧି ପାଉଛି ବେଆଇନ କରତକଳ

ଫୋକସ ପ୍ଲସ (ନିମାପଡ଼ା) ୦୭/୦୭/୨୦୨୨: ପୁରୀ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ, ଅସ୍ତରଙ୍ଗ ଓ ଗୋପ ବନାଞ୍ଚଳ ରେଞ୍ଜର ଙ୍କ ନିଷ୍କ୍ରିୟତା କାରଣ ରୁ ନିମାପଡା, ଗୋପ, ତୁଳସୀପୁର, ଆମ୍ପୋର,ବେଲପଡା,…
ଦୃଷ୍ଟିହୀନ ଟ୍ଵେଣ୍ଟି-୨୦ ବିଶ୍ଵକପ୍ ସମ୍ଭାବ୍ୟ ଦଳରେ ନକୁଳ ବଡନାୟକ

ଦୃଷ୍ଟିହୀନ ଟ୍ଵେଣ୍ଟି-୨୦ ବିଶ୍ଵକପ୍ ସମ୍ଭାବ୍ୟ ଦଳରେ ନକୁଳ ବଡନାୟକ

ଫୋକସ ପ୍ଲସ (ଲମତାପୁଟ) ୦୭/୦୭/୨୦୨୨: ଆଦିବାସୀ ଅଦ୍ୟୁଷିତ କୋରାପୁଟ ଜିଲ୍ଲା ଉପାନ୍ତ ଲମତାପୁଟ ବ୍ଲକ୍ ବାଲେଲ ପଞ୍ଚାୟତ ପିପଲପୁଟ ଗ୍ରାମର ଗୋରିବ ଆଦିବାସୀ ପରିବାରର ଯୁବକ ନକୁଳ ବଡନାୟକ…
ସ୍ୱାମୀଙ୍କ ଜୀବନ ପାଇଁ ଭିକ୍ଷାବୃତି କରୁଛନ୍ତି ସ୍ତ୍ରୀ

ସ୍ୱାମୀଙ୍କ ଜୀବନ ପାଇଁ ଭିକ୍ଷାବୃତି କରୁଛନ୍ତି ସ୍ତ୍ରୀ

ଫୋକସ ପ୍ଲସ (ଜଳେଶ୍ୱର) ୦୭/୦୭/୨୦୨୨: ହସପିଟାଲ ବେଡ୍ ରେ ପଡି ଜୀବନ ମରଣ ସହ ସଂଗ୍ରାମ କରୁଛନ୍ତି ସ୍ବାମୀ , ଏପଟେ ସ୍ବାମୀ ଙ୍କ ଜୀବନ ବଞ୍ଚାଇବା ପାଂଇ…

Leave a Reply

Your email address will not be published.