ବିଦ୍ୟୁତ କର୍ମଚାରୀ ଙ୍କ ମୃତ୍ୟୁ ରେ ଧାରଣା

ବିଦ୍ୟୁତ କର୍ମଚାରୀ ଙ୍କ ମୃତ୍ୟୁ ରେ ଧାରଣା

ଫୋକସ ପ୍ଲସ ୭/୬/୨୨(ସାଲେପୁର): କଟକ ଜିଲ୍ଲା ସାଲେପୁର ବ୍ଳକ ପ୍ରଧାନପଡା ଗ୍ରାମରେ ଅଘଟଣ। ବିଦ୍ୟୁତ ବିଭାଗରେ କାର୍ଯ୍ୟରତ ଥିବାବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ବିଦ୍ୟୁତ କର୍ମଚାରୀଙ୍କ ମୃତ୍ୟୁ।ସେ ପ୍ରଧାନପଡା ଠାରେ ବିଦ୍ୟୁତରେ କାମ କରୁଥିବାବେଳେ ଗତକାଲି ତାଙ୍କର ମୃତ୍ୟୁ ଘଟିଛି।ତାଙ୍କୁ ବିଦ୍ୟୁତ ବିଭାଗ ପକ୍ଷରୁ କୌଣସି ସେଫଟି ସରଞ୍ଜାମ ଦିଆଯାଇନଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକେ। ମୃତ ବିଦ୍ୟୁତ କର୍ମଚାରୀ ଜଣଙ୍କ ହେଲେ ସାଲେପୁର ସତ୍ୟଭାମାପୁର ଗ୍ରାମର ବଳରାମ ଦାସଙ୍କ ପୁତ୍ର ଜୟନ୍ତ ଦାସ। ଜୟନ୍ତ tpcodl ବହୁଗ୍ରାମ ସେକ୍ସନରେ କାର୍ଯ୍ୟରତ ଥିଲେ। ଶବବ୍ୟବଚ୍ଛେଦ ପରେ ପରିବାର ଓ ସ୍ତାନୀୟ ଲୋକେ ପରିବାର ଜଣଙ୍କୁ ଚାକିରୀ ଦେବା ସହ ୫୦ଲକ୍ଷଟଙ୍କା କ୍ଷ୍ୟତିପୂରଣ ଦାବିରେ ବହୁଗ୍ରାମ tpcodl କାଯ୍ୟାଳୟ ସମ୍ମୁଖରେ ଶବ ରଖି ଧାରଣା ଦେଇଥିଲେ। ଏହା ପରେ ଘଟଣା ସ୍ଥଳରେ sdo ପହଞ୍ଚି ମୃତକଙ୍କ ପରିବାର ଓ ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ।ଏଥି ସହ ମୃତକଙ୍କ ପରିବାରକୁ 22 ଲକ୍ଷ କ୍ଷତି ପୂରଣ ଦେବା ସହ ସବ ସତ୍କାର ପାଇଁ 15000 ଟଙ୍କା ଦେଇଥିଲେ ପରେ ଲୋକ ମାନେ ମୃତଦେହ ଅଫିସ ସମ୍ନା ରୁ ସତ୍କାର ପାଇଁ ନେଇ ଥିଲେ।

କଟକ ସାଲେପୁର ରୁ ସ୍ୱଦେଶ ରଞ୍ଜନ ଫୋକସ ପ୍ଲସ।

Related post

ବନ ବିଭାଗ ର ନିଷ୍କ୍ରିୟତା, ବୃଦ୍ଧି ପାଉଛି ବେଆଇନ କରତକଳ

ବନ ବିଭାଗ ର ନିଷ୍କ୍ରିୟତା, ବୃଦ୍ଧି ପାଉଛି ବେଆଇନ କରତକଳ

ଫୋକସ ପ୍ଲସ (ନିମାପଡ଼ା) ୦୭/୦୭/୨୦୨୨: ପୁରୀ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ, ଅସ୍ତରଙ୍ଗ ଓ ଗୋପ ବନାଞ୍ଚଳ ରେଞ୍ଜର ଙ୍କ ନିଷ୍କ୍ରିୟତା କାରଣ ରୁ ନିମାପଡା, ଗୋପ, ତୁଳସୀପୁର, ଆମ୍ପୋର,ବେଲପଡା,…
ଦୃଷ୍ଟିହୀନ ଟ୍ଵେଣ୍ଟି-୨୦ ବିଶ୍ଵକପ୍ ସମ୍ଭାବ୍ୟ ଦଳରେ ନକୁଳ ବଡନାୟକ

ଦୃଷ୍ଟିହୀନ ଟ୍ଵେଣ୍ଟି-୨୦ ବିଶ୍ଵକପ୍ ସମ୍ଭାବ୍ୟ ଦଳରେ ନକୁଳ ବଡନାୟକ

ଫୋକସ ପ୍ଲସ (ଲମତାପୁଟ) ୦୭/୦୭/୨୦୨୨: ଆଦିବାସୀ ଅଦ୍ୟୁଷିତ କୋରାପୁଟ ଜିଲ୍ଲା ଉପାନ୍ତ ଲମତାପୁଟ ବ୍ଲକ୍ ବାଲେଲ ପଞ୍ଚାୟତ ପିପଲପୁଟ ଗ୍ରାମର ଗୋରିବ ଆଦିବାସୀ ପରିବାରର ଯୁବକ ନକୁଳ ବଡନାୟକ…
ସ୍ୱାମୀଙ୍କ ଜୀବନ ପାଇଁ ଭିକ୍ଷାବୃତି କରୁଛନ୍ତି ସ୍ତ୍ରୀ

ସ୍ୱାମୀଙ୍କ ଜୀବନ ପାଇଁ ଭିକ୍ଷାବୃତି କରୁଛନ୍ତି ସ୍ତ୍ରୀ

ଫୋକସ ପ୍ଲସ (ଜଳେଶ୍ୱର) ୦୭/୦୭/୨୦୨୨: ହସପିଟାଲ ବେଡ୍ ରେ ପଡି ଜୀବନ ମରଣ ସହ ସଂଗ୍ରାମ କରୁଛନ୍ତି ସ୍ବାମୀ , ଏପଟେ ସ୍ବାମୀ ଙ୍କ ଜୀବନ ବଞ୍ଚାଇବା ପାଂଇ…

Leave a Reply

Your email address will not be published.