କଂଗ୍ରେସ ପକ୍ଷରୁ ଜିଲ୍ଲା ପାଳଙ୍କୁ ଦାବିପତ୍ର ପ୍ରଦାନ

କଂଗ୍ରେସ ପକ୍ଷରୁ ଜିଲ୍ଲା ପାଳଙ୍କୁ ଦାବିପତ୍ର ପ୍ରଦାନ

ଫୋକସ ପ୍ଲସ ୭/୬/୨୨(ଅନୁଗୋଳ): ଅନୁଗୋଳ ଜିଲ୍ଲା ଓବିସି ସେଲ ସଭାପତି ପ୍ରବୋଧ କୁମାର ସ୍ବାଇଁଙ୍କ ନେତୃତ୍ବରେ ଜିଲ୍ଲା ସଭାପତି ବିପ୍ଲବ ଜେନା, ବରିଷ୍ଠ କଂଗ୍ରେସ ନେତା ଜୟନ୍ତ କୁମାର ସାହୁ, ସାଧାରଣ ସମ୍ପାଦକ ରାକେଶ ମିଶ୍ର, ଜିଲ୍ଲା କଂଗ୍ରେସ କୋଷାଧ୍ୟକ୍ଷ ସଞ୍ଜିବ କୁମାର ମାଣ୍ଡୋଠିଆ, ମହିଳା କଂଗ୍ରେସ ସଭାନେତ୍ରୀ ତପସ୍ଵିନୀ ବିଶ୍ୱାଳ, ଅନୁଗୋଳ ବ୍ଲକ କଂଗ୍ରେସ ସଭାପତି ଅମୁଲ୍ୟ ବେହେରା, ରାଜ୍ଯ ଅନୁସୂଚିତ ଜାତି ଆବାହକ ଟିକନ ବେହେରା , ଜିଲ୍ଲା ଅନୁସୂଚିତ ଜାତି ଅଧ୍ୟକ୍ଷ ନୀଳକଣ୍ଠ ନାଏକ, ରାଜ୍ୟ ଛାତ୍ର ସାଧାରଣ ସମ୍ପାଦକ ପ୍ରଦ୍ୟୁମ୍ନ ସାହୁ ,କାସିଦା ଖାନ, ଯୁବ ନେତା ଅଭିଷେକ ନାୟକ, ହେମନ୍ତ ମହାଳିକ,ଛୋକୁଡି ଦେହୁରୀ, ବାବୁଲାଲ ଜେନା, ସୌମେନ୍ଦ୍ର ଦେହୁରି, ସୋଭିଏତ ମହାପାତ୍ର, ବିଭୂତି ଭୂଷଣ ସାମଲ, ପୁଚୁଲୁ, ବୁବୁ ମିଶ୍ର, ବାପି ପରିଡା ସମେତ ବହୁ କଂଗ୍ରେସ ପ୍ରେମି ମହିଳା ଏବଂ ପୁରୁଷ ମାନେ ମିଶି ଜିଲ୍ଲା ଷ୍ଟାଡିୟମ୍ ଠାରୁ ଏକ ବିରାଟ ଶୋଭାଯାତ୍ରାରେ ବାହରି ବଜାର ପରିକ୍ରମା କରି ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ କୁ ଯାଇ ଦରବୃଦ୍ଧି ଓ ବିଭିନ୍ନ ସମସ୍ୟା ଭଳି ୯ଦଫା ଦାବି ସମ୍ବଳିତ ଦାବିପତ୍ର ମହାମହିମ ରାଷ୍ଟ୍ରପାତିଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବି ପତ୍ର ପ୍ରଦାନ କରିଛନ୍ତି ।

ଅନୁଗୁଳରୁ ସତ୍ୟଶମ୍ଭୁ ନାଏକଙ୍କ ରିପୋର୍ଟ ଫୋକସ୍ ପ୍ଲସ

Related post

ଭତ୍ତା ଟଙ୍କାରୁ ବଞ୍ଚିତ ଅସହାୟ ବୃଦ୍ଧା

ଭତ୍ତା ଟଙ୍କାରୁ ବଞ୍ଚିତ ଅସହାୟ ବୃଦ୍ଧା

ଫୋକସ ପ୍ଲସ (ଦଶମନ୍ତପୁର) ୦୫/୦୭/୨୦୨୨: ଜଣେ ଅସହାୟ ବୃଦ୍ଧାଙ୍କ ଆଧାର କାର୍ଡ ନଥିବା ରୁ ଏକ ବର୍ଷ ହେଲା ପଞ୍ଚାୟତ ପକ୍ଷରୁ ଭତ୍ତା ଟଙ୍କା ଦିଆ ଯାଉନ ଥିବା…
ଜମି ବିବାଦକୁ ନେଇ ରକ୍ତାକ୍ତ ସଂଘର୍ଷ

ଜମି ବିବାଦକୁ ନେଇ ରକ୍ତାକ୍ତ ସଂଘର୍ଷ

ଫୋକସ ପ୍ଲସ (ଗଜପତି) ୦୫/୦୭/୨୦୨୨: ଗଜପତି ଜିଲ୍ଲା ମୋହନା ବ୍ଲକରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ସରକାରୀ ଜମିକୁ ନେଇ ବାଦ ବିବାଦ ଓ ରକ୍ତାକ୍ତ ସଂଘର୍ଷ।…
ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୯.୩୬ କୋଟି ଟଙ୍କା ମଞ୍ଜୁର

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୯.୩୬ କୋଟି ଟଙ୍କା ମଞ୍ଜୁର

ଫୋକସ ପ୍ଲସ (ଭୁବନେଶ୍ୱର) ୦୫/୦୭/୨୦୨୨: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ୫୫ ଟି ନୂତନ ବାତ୍ୟା ଓ ବନ୍ୟା ଆଶ୍ରୟ ସ୍ଥଳ ନିର୍ମାଣ ପାଇଁ ଦ୍ଵିତୀୟ…

Leave a Reply

Your email address will not be published.