ବିଦେଶୀ ମଦ ଜବତ, ୨ ଅଟକ

ବିଦେଶୀ ମଦ ଜବତ, ୨ ଅଟକ

ଫୋକସ ପ୍ଲସ ୧୦/୬/୨୨ (କୋକସରା): ବିଦେଶୀ ମଦ ଜବତ୨ ଅଟକ, ନବରଙ୍ଗପୁର ଜିଲ୍ଲା ମୈଦାଲପୁର ରୁ କଳାହାଣ୍ଡି ସୀମା ଦେଇ ବିଦେଶୀ ମଦ ଚାଲାଣ ବେଳେ ଆମପାଣି ପୋଲିସ ଦ୍ୱାରା ବିଦେଶୀ ମଦ ଜବତ ୨ ବିଦେଶୀ ଦୋକାନ କର୍ମଚାରୀ ଅଟକ ସେମାନଙ୍କ ବାଇକ ରୁ ୪ ପେଟି ବିୟର ଓ ହ୍ବିସ୍କି ଜବତ ହୋଇଛି। ବର୍ତ୍ତମାନ ଆମପାଣି ପୋଲିସ ଦୁଇ ଜଣ ଙ୍କୁ ଅଟକ ରଖି ତଦନ୍ତ ଜାରି ରଖିଥିବା ସୂଚନା ରହିଛି।
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ରୁ ତ୍ରିଲୋକ୍ୟ ବେଶ୍ରା FOCUS PLUS

Related post

ବନ ବିଭାଗ ର ନିଷ୍କ୍ରିୟତା, ବୃଦ୍ଧି ପାଉଛି ବେଆଇନ କରତକଳ

ବନ ବିଭାଗ ର ନିଷ୍କ୍ରିୟତା, ବୃଦ୍ଧି ପାଉଛି ବେଆଇନ କରତକଳ

ଫୋକସ ପ୍ଲସ (ନିମାପଡ଼ା) ୦୭/୦୭/୨୦୨୨: ପୁରୀ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ, ଅସ୍ତରଙ୍ଗ ଓ ଗୋପ ବନାଞ୍ଚଳ ରେଞ୍ଜର ଙ୍କ ନିଷ୍କ୍ରିୟତା କାରଣ ରୁ ନିମାପଡା, ଗୋପ, ତୁଳସୀପୁର, ଆମ୍ପୋର,ବେଲପଡା,…
ଦୃଷ୍ଟିହୀନ ଟ୍ଵେଣ୍ଟି-୨୦ ବିଶ୍ଵକପ୍ ସମ୍ଭାବ୍ୟ ଦଳରେ ନକୁଳ ବଡନାୟକ

ଦୃଷ୍ଟିହୀନ ଟ୍ଵେଣ୍ଟି-୨୦ ବିଶ୍ଵକପ୍ ସମ୍ଭାବ୍ୟ ଦଳରେ ନକୁଳ ବଡନାୟକ

ଫୋକସ ପ୍ଲସ (ଲମତାପୁଟ) ୦୭/୦୭/୨୦୨୨: ଆଦିବାସୀ ଅଦ୍ୟୁଷିତ କୋରାପୁଟ ଜିଲ୍ଲା ଉପାନ୍ତ ଲମତାପୁଟ ବ୍ଲକ୍ ବାଲେଲ ପଞ୍ଚାୟତ ପିପଲପୁଟ ଗ୍ରାମର ଗୋରିବ ଆଦିବାସୀ ପରିବାରର ଯୁବକ ନକୁଳ ବଡନାୟକ…
ସ୍ୱାମୀଙ୍କ ଜୀବନ ପାଇଁ ଭିକ୍ଷାବୃତି କରୁଛନ୍ତି ସ୍ତ୍ରୀ

ସ୍ୱାମୀଙ୍କ ଜୀବନ ପାଇଁ ଭିକ୍ଷାବୃତି କରୁଛନ୍ତି ସ୍ତ୍ରୀ

ଫୋକସ ପ୍ଲସ (ଜଳେଶ୍ୱର) ୦୭/୦୭/୨୦୨୨: ହସପିଟାଲ ବେଡ୍ ରେ ପଡି ଜୀବନ ମରଣ ସହ ସଂଗ୍ରାମ କରୁଛନ୍ତି ସ୍ବାମୀ , ଏପଟେ ସ୍ବାମୀ ଙ୍କ ଜୀବନ ବଞ୍ଚାଇବା ପାଂଇ…

Leave a Reply

Your email address will not be published.