୨ ବଳଦକୁ ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

୨ ବଳଦକୁ ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଫୋକସ ପ୍ଲସ ୧୧/୬/୨୨ (କୋକସରା ): କୋକସରା ବ୍ଲକ କାଉଡୋଲା ପଞ୍ଚାୟତ କାର୍ଯ୍ୟାଳୟର ଗଲି ଭିତରେ ଫସିଥିବା ୨ ଟି ବଳଦ କୁ ଶୁକ୍ରବାର ଅଗ୍ନିଶମ କର୍ମଚାରୀମାନେ ଉଦ୍ଧାର କରିଛନ୍ତି।ସୂଚନା ମତେ, କାଉଡୋଲା ପଞ୍ଚାୟତ କାର୍ଯ୍ୟାଳୟ ଭିତରେ ରହିଥିବା ରାଜୀବଗାନ୍ଧୀ ସେବା କେନ୍ଦ୍ର ଓ ପାଚେରୀ ଗଲି ଭିତରେ ଚରିବାକୁ ଯାଇଥିବା କାଉଡୋଳା ଗ୍ରାମର ଫକୀର ମାଝୀ ଓ କମଲ ମାଝୀଙ୍କ ୨ଟି ବଳଦ ଦିର୍ଘ ୩ ଘଣ୍ଟା ଧରି ଫସି ରହିଥିଲା। ଏନେଇ ବଳଦ ମାଲିକ ଦ୍ବୟ କୋକସରା ଅଗ୍ନିଶମ ବିଭାଗ କୁ ଖବର ଦେଇଥିଲେ। ପରେ ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ମାନେ ପହଞ୍ଚି ପାଚେରୀ ଭାଙ୍ଗି ୨ଟି ଗାଈ କୁ ସୁରକ୍ଷିତ ଭାବରେ ଉଦ୍ଧାର କରିଥିବା ଜଣାପଡିଛି।

Related post

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ଭାଜପାର କଟକ ସାଂସଦ ପ୍ରାର୍ଥୀ ଭର୍ତୁହରୀ।

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ଭାଜପାର କଟକ ସାଂସଦ ପ୍ରାର୍ଥୀ ଭର୍ତୁହରୀ।

କଟକ୦୮/୦୪/୨୦୨୪; ଏବେ ମଧ୍ୟ ବିଭିନ୍ନ ଦଳରେ ମିଶ୍ରଣ ପର୍ବ ଜାରି ରହିଥିବା ବେଳେ ଗତ କିଛି ଦିନ ତଳେ ଶଙ୍ଖ ଛାଡି ପଦ୍ମ ଧରିଥିବା ବିଜେପି ର କଟକ…
୧୭ ମିନିଟରେ ନିଆରା ବାହାଘର |

୧୭ ମିନିଟରେ ନିଆରା ବାହାଘର |

ସୁନ୍ଦରଗଡ଼୦୮/୦୪/୨୦୨୪; ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ରାନିବନ୍ଧ ଠାରେ ଦେଖିବାକୁ ମିଳିଛି ନିଆରା ଢଙ୍ଗରେ ବାହାଘର, ସାଧାରଣତଃ ଆପଣମାନେ ଦେଖିଥିବେ ବରଯାତ୍ରୀ ନେଇ ବାଜା ବାଣ ରୋଷଣି ରେ ବର…
ଆସୁଛି କାଳବୈଶାଖୀ ଜବର,୪ ଦିନ ବର୍ଷିବ |

ଆସୁଛି କାଳବୈଶାଖୀ ଜବର,୪ ଦିନ ବର୍ଷିବ |

ପାଣିପାଗ ୦୮/୦୪/୨୦୨୪; ଆସୁଛି ବଡ ବର୍ଷା | ୪ ଦିନ ବର୍ଷିବ | ଏହି ସବୁ ରାଜ୍ୟରେ ତାଣ୍ଡବ ରଚିବ କାଳବୈଶାଖୀ | ପାଣିପାଗ ବିଭାଗ ଅନୁଯାୟୀ, ଅରୁଣାଚଳ…

Leave a Reply

Your email address will not be published. Required fields are marked *