ବାପାଙ୍କ ଶୁଦ୍ଧିକ୍ରିୟା କୁ ନେଇ ଭାଇ ଭାଇ ମଧ୍ୟରେ ଗଣ୍ଡଗୋଳ ଜଣେ ଗୁରୁତର

ବାପାଙ୍କ ଶୁଦ୍ଧିକ୍ରିୟା କୁ ନେଇ ଭାଇ ଭାଇ ମଧ୍ୟରେ ଗଣ୍ଡଗୋଳ ଜଣେ ଗୁରୁତର

ଫୋକସ ପ୍ଲସ ୧୧/୬/୨୨ (ଭଞ୍ଜନଗର):ସୋରିଷ ମୂଳି ଗ୍ରାମରେ ବାପାଙ୍କ ଶୁଦ୍ଧକ୍ରିୟା କୁ ନେଇ ଭାଇ ଭାଇ ମଧ୍ୟ୍ୟରେ ଗଣ୍ଡଗୋଳ, ଜଣେ ଗୁରୁତର ଆହତ l ଜଗନ୍ନାଥ ପ୍ରସାଦ ଥାନା ଅନ୍ତର୍ଗତ ବିଡ଼ିପୁରୁ ଗ୍ରାମ ପଂଚାୟତ ର ସୋରିଷ ମୂଳି ଗ୍ରାମର ଗତକାଲି ବିଳମ୍ବିତ ରାତିରେ ବାପାଙ୍କ ଶୁଦ୍ଧିକ୍ରିୟା କୁ ନେଇ ଭାଇ ଭାଇ ମଧ୍ୟରେ ବଚସା ହୋଇ ଗଣ୍ଡଗୋଳର ସୂତ୍ରପାତ ହୋଇଥିବା ଜଣା ପଢ଼ିଛି l ଏଥିରେ ଗୋଟିଏ ଭାଇ ପ୍ରଶ୍ନ ସ୍ୱାଇଁ ଗୁରୁତର ଆହତ ହୋଇଛନ୍ତି l ତାଙ୍କୁ ପ୍ରଥମେ ଉଦ୍ଧାର କରି ଭଞ୍ଜନଗର ମେଡିକାଲ ରେ ଭର୍ତ୍ତି କରାଯାଇଥିଲା lପରେ ଅଵସ୍ତା ଶଙ୍କଟାପର୍ଣ୍ଣ ଥିବାରୁ ଡାକ୍ତର ବ୍ରହ୍ମପୁର ମେଡିକାଲ କୁ ସ୍ଥାନାନ୍ତର କରିଥିବା ସୂଚନା ମିଳିଛି l କେଉଁ କାରଣ କାରଣ ରୁ ଏଭଳି ଘଟଣା ଘଟିଛି ବର୍ତମାନ ସୁଦ୍ଧା ସ୍ୱଷ୍ଟ ହୋଇପାରିନାହିଁ l

Related post

ବନ ବିଭାଗ ର ନିଷ୍କ୍ରିୟତା, ବୃଦ୍ଧି ପାଉଛି ବେଆଇନ କରତକଳ

ବନ ବିଭାଗ ର ନିଷ୍କ୍ରିୟତା, ବୃଦ୍ଧି ପାଉଛି ବେଆଇନ କରତକଳ

ଫୋକସ ପ୍ଲସ (ନିମାପଡ଼ା) ୦୭/୦୭/୨୦୨୨: ପୁରୀ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ, ଅସ୍ତରଙ୍ଗ ଓ ଗୋପ ବନାଞ୍ଚଳ ରେଞ୍ଜର ଙ୍କ ନିଷ୍କ୍ରିୟତା କାରଣ ରୁ ନିମାପଡା, ଗୋପ, ତୁଳସୀପୁର, ଆମ୍ପୋର,ବେଲପଡା,…
ଦୃଷ୍ଟିହୀନ ଟ୍ଵେଣ୍ଟି-୨୦ ବିଶ୍ଵକପ୍ ସମ୍ଭାବ୍ୟ ଦଳରେ ନକୁଳ ବଡନାୟକ

ଦୃଷ୍ଟିହୀନ ଟ୍ଵେଣ୍ଟି-୨୦ ବିଶ୍ଵକପ୍ ସମ୍ଭାବ୍ୟ ଦଳରେ ନକୁଳ ବଡନାୟକ

ଫୋକସ ପ୍ଲସ (ଲମତାପୁଟ) ୦୭/୦୭/୨୦୨୨: ଆଦିବାସୀ ଅଦ୍ୟୁଷିତ କୋରାପୁଟ ଜିଲ୍ଲା ଉପାନ୍ତ ଲମତାପୁଟ ବ୍ଲକ୍ ବାଲେଲ ପଞ୍ଚାୟତ ପିପଲପୁଟ ଗ୍ରାମର ଗୋରିବ ଆଦିବାସୀ ପରିବାରର ଯୁବକ ନକୁଳ ବଡନାୟକ…
ସ୍ୱାମୀଙ୍କ ଜୀବନ ପାଇଁ ଭିକ୍ଷାବୃତି କରୁଛନ୍ତି ସ୍ତ୍ରୀ

ସ୍ୱାମୀଙ୍କ ଜୀବନ ପାଇଁ ଭିକ୍ଷାବୃତି କରୁଛନ୍ତି ସ୍ତ୍ରୀ

ଫୋକସ ପ୍ଲସ (ଜଳେଶ୍ୱର) ୦୭/୦୭/୨୦୨୨: ହସପିଟାଲ ବେଡ୍ ରେ ପଡି ଜୀବନ ମରଣ ସହ ସଂଗ୍ରାମ କରୁଛନ୍ତି ସ୍ବାମୀ , ଏପଟେ ସ୍ବାମୀ ଙ୍କ ଜୀବନ ବଞ୍ଚାଇବା ପାଂଇ…

Leave a Reply

Your email address will not be published.