ବାପାଙ୍କ ଶୁଦ୍ଧିକ୍ରିୟା କୁ ନେଇ ଭାଇ ଭାଇ ମଧ୍ୟରେ ଗଣ୍ଡଗୋଳ ଜଣେ ଗୁରୁତର

ବାପାଙ୍କ ଶୁଦ୍ଧିକ୍ରିୟା କୁ ନେଇ ଭାଇ ଭାଇ ମଧ୍ୟରେ ଗଣ୍ଡଗୋଳ ଜଣେ ଗୁରୁତର

ଫୋକସ ପ୍ଲସ ୧୧/୬/୨୨ (ଭଞ୍ଜନଗର):ସୋରିଷ ମୂଳି ଗ୍ରାମରେ ବାପାଙ୍କ ଶୁଦ୍ଧକ୍ରିୟା କୁ ନେଇ ଭାଇ ଭାଇ ମଧ୍ୟ୍ୟରେ ଗଣ୍ଡଗୋଳ, ଜଣେ ଗୁରୁତର ଆହତ l ଜଗନ୍ନାଥ ପ୍ରସାଦ ଥାନା ଅନ୍ତର୍ଗତ ବିଡ଼ିପୁରୁ ଗ୍ରାମ ପଂଚାୟତ ର ସୋରିଷ ମୂଳି ଗ୍ରାମର ଗତକାଲି ବିଳମ୍ବିତ ରାତିରେ ବାପାଙ୍କ ଶୁଦ୍ଧିକ୍ରିୟା କୁ ନେଇ ଭାଇ ଭାଇ ମଧ୍ୟରେ ବଚସା ହୋଇ ଗଣ୍ଡଗୋଳର ସୂତ୍ରପାତ ହୋଇଥିବା ଜଣା ପଢ଼ିଛି l ଏଥିରେ ଗୋଟିଏ ଭାଇ ପ୍ରଶ୍ନ ସ୍ୱାଇଁ ଗୁରୁତର ଆହତ ହୋଇଛନ୍ତି l ତାଙ୍କୁ ପ୍ରଥମେ ଉଦ୍ଧାର କରି ଭଞ୍ଜନଗର ମେଡିକାଲ ରେ ଭର୍ତ୍ତି କରାଯାଇଥିଲା lପରେ ଅଵସ୍ତା ଶଙ୍କଟାପର୍ଣ୍ଣ ଥିବାରୁ ଡାକ୍ତର ବ୍ରହ୍ମପୁର ମେଡିକାଲ କୁ ସ୍ଥାନାନ୍ତର କରିଥିବା ସୂଚନା ମିଳିଛି l କେଉଁ କାରଣ କାରଣ ରୁ ଏଭଳି ଘଟଣା ଘଟିଛି ବର୍ତମାନ ସୁଦ୍ଧା ସ୍ୱଷ୍ଟ ହୋଇପାରିନାହିଁ l

Related post

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ଭାଜପାର କଟକ ସାଂସଦ ପ୍ରାର୍ଥୀ ଭର୍ତୁହରୀ।

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ଭାଜପାର କଟକ ସାଂସଦ ପ୍ରାର୍ଥୀ ଭର୍ତୁହରୀ।

କଟକ୦୮/୦୪/୨୦୨୪; ଏବେ ମଧ୍ୟ ବିଭିନ୍ନ ଦଳରେ ମିଶ୍ରଣ ପର୍ବ ଜାରି ରହିଥିବା ବେଳେ ଗତ କିଛି ଦିନ ତଳେ ଶଙ୍ଖ ଛାଡି ପଦ୍ମ ଧରିଥିବା ବିଜେପି ର କଟକ…
୧୭ ମିନିଟରେ ନିଆରା ବାହାଘର |

୧୭ ମିନିଟରେ ନିଆରା ବାହାଘର |

ସୁନ୍ଦରଗଡ଼୦୮/୦୪/୨୦୨୪; ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ରାନିବନ୍ଧ ଠାରେ ଦେଖିବାକୁ ମିଳିଛି ନିଆରା ଢଙ୍ଗରେ ବାହାଘର, ସାଧାରଣତଃ ଆପଣମାନେ ଦେଖିଥିବେ ବରଯାତ୍ରୀ ନେଇ ବାଜା ବାଣ ରୋଷଣି ରେ ବର…
ଆସୁଛି କାଳବୈଶାଖୀ ଜବର,୪ ଦିନ ବର୍ଷିବ |

ଆସୁଛି କାଳବୈଶାଖୀ ଜବର,୪ ଦିନ ବର୍ଷିବ |

ପାଣିପାଗ ୦୮/୦୪/୨୦୨୪; ଆସୁଛି ବଡ ବର୍ଷା | ୪ ଦିନ ବର୍ଷିବ | ଏହି ସବୁ ରାଜ୍ୟରେ ତାଣ୍ଡବ ରଚିବ କାଳବୈଶାଖୀ | ପାଣିପାଗ ବିଭାଗ ଅନୁଯାୟୀ, ଅରୁଣାଚଳ…

Leave a Reply

Your email address will not be published. Required fields are marked *