ଗରିବ କଲ୍ୟାଣ ଯୋଜନା ସମ୍ମିଳନୀ

ଗରିବ କଲ୍ୟାଣ ଯୋଜନା ସମ୍ମିଳନୀ

ଫୋକସ ପ୍ଲସ ୧୨/୬/୨୨(ବାଳିଶଙ୍କରା): ଭାଜପା ପକ୍ଷରୁ ଗରିବ କଲ୍ୟାଣ ଯୋଜନା ସମ୍ମିଳନୀ ଅନୁଷ୍ଠିତ ବାଳିଶଙ୍କରା ମଣ୍ଡଳ ପକ୍ଷରୁ ଆଜି ତଳସରା ନିର୍ବାଚନ ମଣ୍ଡଳୀର ବାଲିଶଙ୍କରା ଗ୍ରାମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଶାସନର 8 ବର୍ଷ ପୂର୍ତ୍ତି ଉପଲକ୍ଷେ ଗରିବ କଲ୍ୟାଣ ସମ୍ମିଳନୀ ଓ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଅଛି, ଏହି ଅଞ୍ଚଳର ସୟଂ ସହାୟକ ଗୋଷ୍ଠୀର ଲାଭର୍ଥିଙ୍କୁ ନେ଼ଇ ଗରିବ କଲ୍ୟାଣ କାରୀ ସମ୍ମିଳୀର ଆୟୋଜନ କରାଯାଇଥିଲା, କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମ ଓ ତଳସରା ବିଧାୟକ ଭବାନୀଶଙ୍କର ଭୋଇ ଯୋଗ ଦେଇଥିଲେ ଏବଂ କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନାର ସଫଳତା ସମ୍ପର୍କରେ ଆଲୋଚନା କରିଥିଲେ |

ବାଳିଶଙ୍କରା ରୁ ଅଶୋକ ଦାଶ ଙ୍କ ରିପୋର୍ଟ ଫୋକସ ପ୍ଲସ |

Related post

ଜାତୀୟ ସେବା ଯୋଜନା ସ୍ବତନ୍ତ୍ର ଶିବିର ଉଦଯାପିତ

ଜାତୀୟ ସେବା ଯୋଜନା ସ୍ବତନ୍ତ୍ର ଶିବିର ଉଦଯାପିତ

ଫୋକସ ପ୍ଲସ (ଢେଙ୍କାନାଳ) ୦୭/୦୭/୨୦୨୨: କାମାକ୍ଷାନଗର ଉପଖଣ୍ଡ ଅଧିନସ୍ତ କଙ୍କଡ଼ାହାଡ଼ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ପୋଷ୍ୟ ଗ୍ରାମ ଆଖୁପାଳ ଠାରେ ଚାଲିଥିବା ଜାତୀୟ ସେବା ଯୋଜନା ସ୍ବତନ୍ତ୍ର ଶିବିର ଗୁରୁବାର…
ଅଭାବୀ ପରିବାରରେ ମେଧାବୀ ଛାତ୍ର

ଅଭାବୀ ପରିବାରରେ ମେଧାବୀ ଛାତ୍ର

ଫୋକସ ପ୍ଲସ (ଭୁବନ) ୦୭/୦୭/୨୦୨୨: ଜିଲ୍ଲା ପାଇଁ ଗୌରବ ଅର୍ଜନ କରିଛନ୍ତି ଏକ ଅଭାବି ପରିବାରର ଛାତ୍ର ଓମ ପ୍ରକାଶ ସାହୁ । ବହୁତ ଅଭାବ ଅନଟନ ରେ…
ଭଦ୍ରକ ମହାବିଦ୍ୟାଳୟ ରେ ୭୫ତମ ପ୍ରତିଷ୍ଠା ଦିବସ

ଭଦ୍ରକ ମହାବିଦ୍ୟାଳୟ ରେ ୭୫ତମ ପ୍ରତିଷ୍ଠା ଦିବସ

ଫୋକସ ପ୍ଲସ (ଭଦ୍ରକ) ୦୭/୦୭/୨୦୨୨: ଭଦ୍ରକ କଲେଜରେ ୭୫ତମ ପ୍ରତିଷ୍ଠା ଦିବସ ପାଳିତ ଭଦ୍ରକ ଜିଲ୍ଲା ତଥା ଓଡ଼ିଶାର ଦ୍ଵିତୀୟ ସର୍ବବୃହତମ ମହାବିଦ୍ୟାଳୟ ଭଦ୍ରକ କଲେଜ ଆଜି ପାଳନ…

Leave a Reply

Your email address will not be published.