କୂଅରୁ ଉଦ୍ଧାର ଜଙ୍ଗଲୀ ବାରହା

କୂଅରୁ ଉଦ୍ଧାର ଜଙ୍ଗଲୀ ବାରହା

ଫୋକସ ପ୍ଲସ ୧୫/୬/୨୨(କାମାକ୍ଷାନଗର): ଢେଙ୍କାନାଳ ବନଖଣ୍ଡ କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ ଅନ୍ତର୍ଗତ କାନପୁରା ଗାଁରୁ ଏକ ଜଙ୍ଗଲୀ ବାରହାକୁ ଉଦ୍ଧାର କରାଯାଇଛି । ଜଙ୍ଗଲୀ ବାରହାଟି ଖାଦ୍ୟ ଅନ୍ୱେଷଣରେ ଗାଁ ମୁହାଁ ହୋଇ ପଳେଇ ଆସିଥିଲା । ଫଳରେ କାନପୁରା ଗାଁର ସପନି ମହାଳିକଙ୍କର ବାଡ଼ିରେ ଥିବା କୂଅରେ ବାରହାଟି ଖସି ପଡ଼ିଥିଲା । ଖବର ପାଇ ଘଟଣା ସ୍ଥଳରେ ଉଭୟ ଅଗ୍ନିଶମ ବାହିନୀ ଓ ବନ ବିଭାଗର ମିଳିତ ସହଯୋଗରେ ଜଙ୍ଗଲୀ ବାରହାଟିକୁ ଉଦ୍ଧାର କରି ନିକଟସ୍ଥ ଅନନ୍ତପୁର ସଂରକ୍ଷିତ ଜଙ୍ଗଲରେ ଛାଡି ଦିଆ ଯାଇଥିଲା ।

କାମାକ୍ଷାନଗର ରୁ ସମଦର୍ଶୀ ଦାସ ଙ୍କ ରିପୋର୍ଟ ଫୋକସ ପ୍ଲସ |

Related post

ବନ ବିଭାଗ ର ନିଷ୍କ୍ରିୟତା, ବୃଦ୍ଧି ପାଉଛି ବେଆଇନ କରତକଳ

ବନ ବିଭାଗ ର ନିଷ୍କ୍ରିୟତା, ବୃଦ୍ଧି ପାଉଛି ବେଆଇନ କରତକଳ

ଫୋକସ ପ୍ଲସ (ନିମାପଡ଼ା) ୦୭/୦୭/୨୦୨୨: ପୁରୀ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ, ଅସ୍ତରଙ୍ଗ ଓ ଗୋପ ବନାଞ୍ଚଳ ରେଞ୍ଜର ଙ୍କ ନିଷ୍କ୍ରିୟତା କାରଣ ରୁ ନିମାପଡା, ଗୋପ, ତୁଳସୀପୁର, ଆମ୍ପୋର,ବେଲପଡା,…
ଦୃଷ୍ଟିହୀନ ଟ୍ଵେଣ୍ଟି-୨୦ ବିଶ୍ଵକପ୍ ସମ୍ଭାବ୍ୟ ଦଳରେ ନକୁଳ ବଡନାୟକ

ଦୃଷ୍ଟିହୀନ ଟ୍ଵେଣ୍ଟି-୨୦ ବିଶ୍ଵକପ୍ ସମ୍ଭାବ୍ୟ ଦଳରେ ନକୁଳ ବଡନାୟକ

ଫୋକସ ପ୍ଲସ (ଲମତାପୁଟ) ୦୭/୦୭/୨୦୨୨: ଆଦିବାସୀ ଅଦ୍ୟୁଷିତ କୋରାପୁଟ ଜିଲ୍ଲା ଉପାନ୍ତ ଲମତାପୁଟ ବ୍ଲକ୍ ବାଲେଲ ପଞ୍ଚାୟତ ପିପଲପୁଟ ଗ୍ରାମର ଗୋରିବ ଆଦିବାସୀ ପରିବାରର ଯୁବକ ନକୁଳ ବଡନାୟକ…
ସ୍ୱାମୀଙ୍କ ଜୀବନ ପାଇଁ ଭିକ୍ଷାବୃତି କରୁଛନ୍ତି ସ୍ତ୍ରୀ

ସ୍ୱାମୀଙ୍କ ଜୀବନ ପାଇଁ ଭିକ୍ଷାବୃତି କରୁଛନ୍ତି ସ୍ତ୍ରୀ

ଫୋକସ ପ୍ଲସ (ଜଳେଶ୍ୱର) ୦୭/୦୭/୨୦୨୨: ହସପିଟାଲ ବେଡ୍ ରେ ପଡି ଜୀବନ ମରଣ ସହ ସଂଗ୍ରାମ କରୁଛନ୍ତି ସ୍ବାମୀ , ଏପଟେ ସ୍ବାମୀ ଙ୍କ ଜୀବନ ବଞ୍ଚାଇବା ପାଂଇ…

Leave a Reply

Your email address will not be published.