ପ୍ରତିଶୋଧର ରାଜନୀତି କରୁଛି ବିଜେପି : କଂଗ୍ରେସ

ପ୍ରତିଶୋଧର ରାଜନୀତି କରୁଛି ବିଜେପି : କଂଗ୍ରେସ

ଫୋକସ ପ୍ଲସ ୧୬/୬/୨୨(ଭୁବନେଶ୍ୱର): ରାଜଭବନ ଛକରେ ରାଜ୍ୟ କଂଗ୍ରେସ ପକ୍ଷରୁ ବିକ୍ଷୋଭ ପଦର୍ଶନ କରା ଯାଇଛି । ଏହି ବିକ୍ଷୋଭ ସଭାରେ ରାଜ୍ୟ ପ୍ରଦେଶ କଂଗ୍ରେସର ସଭାପତି ଶରତ ପଟ୍ଟନାୟକ, ପୂର୍ବତନ ସଭାପତି ନିରଞ୍ଜନ ପଟନାୟକ, ପୂର୍ବତନ ମନ୍ତ୍ରୀ ଜୟଦେବ ଜେନା,ବଲାଙ୍ଗିରର କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା, ଜଟଣୀ ବିଧାୟକ ସୁର ରାଉତରାୟ, ଯୁବ କଂଗ୍ରେସ,ଛାତ୍ର କଂଗ୍ରେସ, କଂଗ୍ରେସ କର୍ମୀମାନେ ଏହି ବିକ୍ଷୋଭରେ ସାମିଲ ହୋଇ ବିଜେପି ସରକାରର ପ୍ରତିଶୋଧ ରାଜନୀତି ଏବଂ କେନ୍ଦ୍ର ପୋଲିସର ବର୍ବରତା ପ୍ରତିବାଦରେ ବିଶାଳ ଗଣବିକ୍ଷୋବ ।ବିଜେପି ସରକାରର ପ୍ରତିଶୋଧ ରାଜନୀତି ଏବଂ କେନ୍ଦ୍ର ପୋଲିସର ବର୍ବରତା ପ୍ରତିବାଦରେ ବିଶାଳ ଗଣବିକ୍ଷୋବ ।

ଭୁବନେଶ୍ୱରରୁ ଦେବାଶିଷ ପ୍ରଧାନ ଙ୍କ ରିପୋର୍ଟ ଫୋକସ ପ୍ଲସ |

 

Related post

ବନ ବିଭାଗ ର ନିଷ୍କ୍ରିୟତା, ବୃଦ୍ଧି ପାଉଛି ବେଆଇନ କରତକଳ

ବନ ବିଭାଗ ର ନିଷ୍କ୍ରିୟତା, ବୃଦ୍ଧି ପାଉଛି ବେଆଇନ କରତକଳ

ଫୋକସ ପ୍ଲସ (ନିମାପଡ଼ା) ୦୭/୦୭/୨୦୨୨: ପୁରୀ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ, ଅସ୍ତରଙ୍ଗ ଓ ଗୋପ ବନାଞ୍ଚଳ ରେଞ୍ଜର ଙ୍କ ନିଷ୍କ୍ରିୟତା କାରଣ ରୁ ନିମାପଡା, ଗୋପ, ତୁଳସୀପୁର, ଆମ୍ପୋର,ବେଲପଡା,…
ଦୃଷ୍ଟିହୀନ ଟ୍ଵେଣ୍ଟି-୨୦ ବିଶ୍ଵକପ୍ ସମ୍ଭାବ୍ୟ ଦଳରେ ନକୁଳ ବଡନାୟକ

ଦୃଷ୍ଟିହୀନ ଟ୍ଵେଣ୍ଟି-୨୦ ବିଶ୍ଵକପ୍ ସମ୍ଭାବ୍ୟ ଦଳରେ ନକୁଳ ବଡନାୟକ

ଫୋକସ ପ୍ଲସ (ଲମତାପୁଟ) ୦୭/୦୭/୨୦୨୨: ଆଦିବାସୀ ଅଦ୍ୟୁଷିତ କୋରାପୁଟ ଜିଲ୍ଲା ଉପାନ୍ତ ଲମତାପୁଟ ବ୍ଲକ୍ ବାଲେଲ ପଞ୍ଚାୟତ ପିପଲପୁଟ ଗ୍ରାମର ଗୋରିବ ଆଦିବାସୀ ପରିବାରର ଯୁବକ ନକୁଳ ବଡନାୟକ…
ସ୍ୱାମୀଙ୍କ ଜୀବନ ପାଇଁ ଭିକ୍ଷାବୃତି କରୁଛନ୍ତି ସ୍ତ୍ରୀ

ସ୍ୱାମୀଙ୍କ ଜୀବନ ପାଇଁ ଭିକ୍ଷାବୃତି କରୁଛନ୍ତି ସ୍ତ୍ରୀ

ଫୋକସ ପ୍ଲସ (ଜଳେଶ୍ୱର) ୦୭/୦୭/୨୦୨୨: ହସପିଟାଲ ବେଡ୍ ରେ ପଡି ଜୀବନ ମରଣ ସହ ସଂଗ୍ରାମ କରୁଛନ୍ତି ସ୍ବାମୀ , ଏପଟେ ସ୍ବାମୀ ଙ୍କ ଜୀବନ ବଞ୍ଚାଇବା ପାଂଇ…

Leave a Reply

Your email address will not be published.