୧୧୬ କିଲୋ ଗଂଜେଇ ଓ ଏକ କାର ଜବତ

୧୧୬ କିଲୋ ଗଂଜେଇ ଓ ଏକ କାର ଜବତ

ଫୋକସ ପ୍ଲସ ୧୬/୬/୨୨(ଭୁବନେଶ୍ୱର): ଅବକାରୀ କମିଶନର ଏବଂ ଡେପୁଟି କମିସନର ଙ୍କ ତତ୍ତ୍ଵାବଧାନରେ ରେ ଗଞ୍ଜେଇ ଚାଲାଣକୁ ରୋକିବା ପାଇଁ ତ୍ୱରିତ ପଦକ୍ଷେପ ନେଉଛି ଅବକାରୀ ବିଭାଗ। ଏନେଇ ଆଜି ଫାଷ୍ଟଗେଟ ଠାରେ ବ୍ରହ୍ମପୁର ଅବକାରୀ ଗୁଇନ୍ଦା ବିଭାଗ ପକ୍ଷରୁ ବ୍ଲକିଂ ଓ ଚେକିଂ ବେଳେ କାର ସହ ୧୧୬ କେଜି ଗଞ୍ଜେଇ ଜବତ କରିଛି। କାରଟି ମୋହନାରୁ ଭୁବନେଶ୍ୱର ଗଞ୍ଜାଇ ନେଇ ଯାଉଥିବା ଜଣାପଡିଛି। ମୁଖ୍ୟ ଆସାମୀ ଫେରାର ଥିବା ଜଣା ପଡିଛି |

 

ଭୁବନେଶ୍ୱର ରୁ କାଳୀ ପ୍ରସାଦ ରଥ ଫୋକସ ପ୍ଲସ

Related post

ଦୃଷ୍ଟିହୀନ ଟ୍ଵେଣ୍ଟି-୨୦ ବିଶ୍ଵକପ୍ ସମ୍ଭାବ୍ୟ ଦଳରେ ନକୁଳ ବଡନାୟକ

ଦୃଷ୍ଟିହୀନ ଟ୍ଵେଣ୍ଟି-୨୦ ବିଶ୍ଵକପ୍ ସମ୍ଭାବ୍ୟ ଦଳରେ ନକୁଳ ବଡନାୟକ

ଫୋକସ ପ୍ଲସ (ଲମତାପୁଟ) ୦୭/୦୭/୨୦୨୨: ଆଦିବାସୀ ଅଦ୍ୟୁଷିତ କୋରାପୁଟ ଜିଲ୍ଲା ଉପାନ୍ତ ଲମତାପୁଟ ବ୍ଲକ୍ ବାଲେଲ ପଞ୍ଚାୟତ ପିପଲପୁଟ ଗ୍ରାମର ଗୋରିବ ଆଦିବାସୀ ପରିବାରର ଯୁବକ ନକୁଳ ବଡନାୟକ…
ସ୍ୱାମୀଙ୍କ ଜୀବନ ପାଇଁ ଭିକ୍ଷାବୃତି କରୁଛନ୍ତି ସ୍ତ୍ରୀ

ସ୍ୱାମୀଙ୍କ ଜୀବନ ପାଇଁ ଭିକ୍ଷାବୃତି କରୁଛନ୍ତି ସ୍ତ୍ରୀ

ଫୋକସ ପ୍ଲସ (ଜଳେଶ୍ୱର) ୦୭/୦୭/୨୦୨୨: ହସପିଟାଲ ବେଡ୍ ରେ ପଡି ଜୀବନ ମରଣ ସହ ସଂଗ୍ରାମ କରୁଛନ୍ତି ସ୍ବାମୀ , ଏପଟେ ସ୍ବାମୀ ଙ୍କ ଜୀବନ ବଞ୍ଚାଇବା ପାଂଇ…
ସମିତିର ସଭାପତି ଭାବେ ନିର୍ବାଚିତ ଗଗନ ବିହାରୀ ବାରିକ

ସମିତିର ସଭାପତି ଭାବେ ନିର୍ବାଚିତ ଗଗନ ବିହାରୀ ବାରିକ

ଫୋକସ ପ୍ଲସ (ଆଠମଲ୍ଲିକ) ୦୭/୦୭/୨୦୨୨: ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀର ଷୋଳପଦା ଅଂଚଳ ଆମ୍ବାସରମୁଣ୍ଡା ସେବା ସମବାୟ ସମିତିର ପ୍ରଥମ ପର୍ଯ୍ୟାୟ ଭୋଟ ମତଦାନ ଦିବସରେ ରେ ଗଗନ ବିହାରୀ…

Leave a Reply

Your email address will not be published.