ଡାକଘର ସମ୍ମୁଖରେ କଂଗ୍ରେସର ପ୍ରତିବାଦ

ଡାକଘର ସମ୍ମୁଖରେ କଂଗ୍ରେସର ପ୍ରତିବାଦ

ଫୋକସ ପ୍ଲସ ୧୭/୦୬/୨୨(ଭଦ୍ରକ): କଂଗ୍ରେସ ର ପ୍ରିୟ ନେତା ରାହୁଲ ଗାନ୍ଧୀଙ୍କୁ ବିଜେପି ସରକାର EDକୁ ବ୍ୟବହାର କରି ବାରମ୍ବାର ତିନିଦିନ ଧରି ଜେରା କରିବା ଆଳ ରେ ବିରୋଧୀଙ୍କ ସ୍ୱର କୁ ଦବାଇଦେବା ପାଇଁ ପ୍ରୟାସ ଜାରି ରଖିଛି, ଏହାକୁ ବିରୋଧ କରି କଂଗ୍ରେସ କାର୍ଯ୍ୟକର୍ତ୍ତା ଅହିଂସା ମାର୍ଗରେ ସତ୍ୟାଗ୍ରହ କରୁଥିବା ବେଳେ କେନ୍ଦ୍ରୀୟ କଂଗ୍ରେସ କାର୍ଯ୍ୟାଳୟ ରେ ପୋଲିସ ପଶି ଧାରଣା ରତ କାର୍ଯ୍ୟ କର୍ତ୍ତା ଙ୍କୁ ମାଡ଼ ମାରିବା ପ୍ରତିବାଦରେ ଭଦ୍ରକ ଜିଲ୍ଲା କଂଗ୍ରେସ ପକ୍ଷରୁ ଜିଲ୍ଲା ମୁଖ୍ୟ ଡାକଘର ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଏକ ପ୍ରତିବାଦ ସଭା କରିଛନ୍ତି |

ଭଦ୍ରକ ଅସିତ ରଞ୍ଜନ ଓଝା ଙ୍କ ରିପୋର୍ଟ ଫୋକସ ପ୍ଲସ |

Related post

ଜାତୀୟ ସେବା ଯୋଜନା ସ୍ବତନ୍ତ୍ର ଶିବିର ଉଦଯାପିତ

ଜାତୀୟ ସେବା ଯୋଜନା ସ୍ବତନ୍ତ୍ର ଶିବିର ଉଦଯାପିତ

ଫୋକସ ପ୍ଲସ (ଢେଙ୍କାନାଳ) ୦୭/୦୭/୨୦୨୨: କାମାକ୍ଷାନଗର ଉପଖଣ୍ଡ ଅଧିନସ୍ତ କଙ୍କଡ଼ାହାଡ଼ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ପୋଷ୍ୟ ଗ୍ରାମ ଆଖୁପାଳ ଠାରେ ଚାଲିଥିବା ଜାତୀୟ ସେବା ଯୋଜନା ସ୍ବତନ୍ତ୍ର ଶିବିର ଗୁରୁବାର…
ଅଭାବୀ ପରିବାରରେ ମେଧାବୀ ଛାତ୍ର

ଅଭାବୀ ପରିବାରରେ ମେଧାବୀ ଛାତ୍ର

ଫୋକସ ପ୍ଲସ (ଭୁବନ) ୦୭/୦୭/୨୦୨୨: ଜିଲ୍ଲା ପାଇଁ ଗୌରବ ଅର୍ଜନ କରିଛନ୍ତି ଏକ ଅଭାବି ପରିବାରର ଛାତ୍ର ଓମ ପ୍ରକାଶ ସାହୁ । ବହୁତ ଅଭାବ ଅନଟନ ରେ…
ଭଦ୍ରକ ମହାବିଦ୍ୟାଳୟ ରେ ୭୫ତମ ପ୍ରତିଷ୍ଠା ଦିବସ

ଭଦ୍ରକ ମହାବିଦ୍ୟାଳୟ ରେ ୭୫ତମ ପ୍ରତିଷ୍ଠା ଦିବସ

ଫୋକସ ପ୍ଲସ (ଭଦ୍ରକ) ୦୭/୦୭/୨୦୨୨: ଭଦ୍ରକ କଲେଜରେ ୭୫ତମ ପ୍ରତିଷ୍ଠା ଦିବସ ପାଳିତ ଭଦ୍ରକ ଜିଲ୍ଲା ତଥା ଓଡ଼ିଶାର ଦ୍ଵିତୀୟ ସର୍ବବୃହତମ ମହାବିଦ୍ୟାଳୟ ଭଦ୍ରକ କଲେଜ ଆଜି ପାଳନ…

Leave a Reply

Your email address will not be published.