ଯୁବକଙ୍କୁ ନିର୍ମମ ହତ୍ୟା କଲେ ଦୁର୍ବୁତ୍ତ

ଯୁବକଙ୍କୁ ନିର୍ମମ ହତ୍ୟା କଲେ ଦୁର୍ବୁତ୍ତ

ଫୋକସ ପ୍ଲସ ୧୮/୦୬/୨୨(ସିମୁଳିଆ): ବର୍ତ୍ତମାନ ର ସବୁଠୁ ବଡ଼ ଖବର ବାଲେଶ୍ଵର ସିମୁଳିଆ ରେ ପୁଣି ଜଣକୁ ହତ୍ୟା କଲେ ଦୁର୍ବୁତ୍ତ | ସିମୁଳିଆ ଥାନା ରିୟା ଗ୍ରାମର ଜଣେ ଯୁବକଙ୍କୁ ଗତକାଲି ବିଳମ୍ବିତ ରାତିରେ ସିମୁଳିଆ ତହସିଲ ରୋଡ଼ରେ କିଛି ଦୁର୍ବୁତ୍ତ ହାଣି ଥିଲେ |ଏଥିରେ ଯୁବକର ମୁଣ୍ଡ ଓ ଦେହରେ ଗଭୀର ଶକ୍ତ ଆଘାତ ଲାଗିଥିଲା ଘଟଣା ସ୍ଥଳରେ ରେ ତାଙ୍କର ମୃତ୍ୟ ହୋଇଯାଇଥିଲା |ଖବର ପାଇ ସିମୁଳିଆ ପୋଲିସ ଘଟଣା ସ୍ଥଳରେ ରେ ପହଞ୍ଚି ଶବ କୁ ବ୍ୟବଛେଦ ପାଇଁ ପଠାଇବା ସହିତ ଅଧିକ ତଦନ୍ତ କରୁଛି ଘଟଣା ସ୍ଥଳରେ ସାଇଣ୍ଟିଫିକ ଟିମ ଓ ଡ଼ଗ ସ୍କାଡ଼ ଅଧିକ ତଦନ୍ତ ଚଳାଉଛି।

ସିମୁଳିଆ ସୁଶାନ୍ତ ନାୟକ ଙ୍କ ରିପୋର୍ଟ ଫୋକସ ପ୍ଲସ |

Related post

ବନ ବିଭାଗ ର ନିଷ୍କ୍ରିୟତା, ବୃଦ୍ଧି ପାଉଛି ବେଆଇନ କରତକଳ

ବନ ବିଭାଗ ର ନିଷ୍କ୍ରିୟତା, ବୃଦ୍ଧି ପାଉଛି ବେଆଇନ କରତକଳ

ଫୋକସ ପ୍ଲସ (ନିମାପଡ଼ା) ୦୭/୦୭/୨୦୨୨: ପୁରୀ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ, ଅସ୍ତରଙ୍ଗ ଓ ଗୋପ ବନାଞ୍ଚଳ ରେଞ୍ଜର ଙ୍କ ନିଷ୍କ୍ରିୟତା କାରଣ ରୁ ନିମାପଡା, ଗୋପ, ତୁଳସୀପୁର, ଆମ୍ପୋର,ବେଲପଡା,…
ଦୃଷ୍ଟିହୀନ ଟ୍ଵେଣ୍ଟି-୨୦ ବିଶ୍ଵକପ୍ ସମ୍ଭାବ୍ୟ ଦଳରେ ନକୁଳ ବଡନାୟକ

ଦୃଷ୍ଟିହୀନ ଟ୍ଵେଣ୍ଟି-୨୦ ବିଶ୍ଵକପ୍ ସମ୍ଭାବ୍ୟ ଦଳରେ ନକୁଳ ବଡନାୟକ

ଫୋକସ ପ୍ଲସ (ଲମତାପୁଟ) ୦୭/୦୭/୨୦୨୨: ଆଦିବାସୀ ଅଦ୍ୟୁଷିତ କୋରାପୁଟ ଜିଲ୍ଲା ଉପାନ୍ତ ଲମତାପୁଟ ବ୍ଲକ୍ ବାଲେଲ ପଞ୍ଚାୟତ ପିପଲପୁଟ ଗ୍ରାମର ଗୋରିବ ଆଦିବାସୀ ପରିବାରର ଯୁବକ ନକୁଳ ବଡନାୟକ…
ସ୍ୱାମୀଙ୍କ ଜୀବନ ପାଇଁ ଭିକ୍ଷାବୃତି କରୁଛନ୍ତି ସ୍ତ୍ରୀ

ସ୍ୱାମୀଙ୍କ ଜୀବନ ପାଇଁ ଭିକ୍ଷାବୃତି କରୁଛନ୍ତି ସ୍ତ୍ରୀ

ଫୋକସ ପ୍ଲସ (ଜଳେଶ୍ୱର) ୦୭/୦୭/୨୦୨୨: ହସପିଟାଲ ବେଡ୍ ରେ ପଡି ଜୀବନ ମରଣ ସହ ସଂଗ୍ରାମ କରୁଛନ୍ତି ସ୍ବାମୀ , ଏପଟେ ସ୍ବାମୀ ଙ୍କ ଜୀବନ ବଞ୍ଚାଇବା ପାଂଇ…

Leave a Reply

Your email address will not be published.