ଗଞ୍ଜାମ ଜିଲ୍ଲାପାଳ ଙ୍କ ଦାୟିତ୍ୱ ଗ୍ରହଣ

ଗଞ୍ଜାମ ଜିଲ୍ଲାପାଳ ଙ୍କ ଦାୟିତ୍ୱ ଗ୍ରହଣ

ଫୋକସ ପ୍ଲସ (ଗଞ୍ଜାମ)୨୦/୦୬/୨୨: ଦାଇତ୍ୱ ଗ୍ରହଣ କଲେ ନୂତନ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡ଼ା , ଜିଲ୍ଲାପାଳ ସମ୍ମିଳନୀ କକ୍ଷରେ ନୂତନ ଜିଲ୍ଲାପାଳଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା । ଜିଲ୍ଲାର ବିକାଶ ନିମନ୍ତେ ଗ୍ରହଣ କରିବେ ବିଭିନ୍ନ ପଦକ୍ଷେପ । ନୂତନ ଜିଲ୍ଲାପାଳଙ୍କୁ ଦାଇତ୍ୱ ହସ୍ତାନ୍ତର କଲେ ପୂର୍ବତନ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ । ଏହି ସମୟରେ ପୂର୍ବତନ ଜିଲ୍ଲାପାଳଙ୍କ ଆଖରେ ଲୁହ ଦେଖିବାକୁ ମିଳିଥିଲା । ଦୀର୍ଘ 4 ବର୍ଷରୁ ଉର୍ଦ୍ଧ୍ବ ସମୟ ଧରି ଲୋକଙ୍କ ସେବାକରି ଲୋକଙ୍କ ମନରେ ଏକ ସ୍ବତନ୍ତ୍ର ସ୍ଥାନ ଗ୍ରହଣ କରିଥିଲେ । ଆଜି ତାଙ୍କ ଆଖିରେ ଲୁହ ଦେଖିବାକୁ ମିଳିଥିଲା । ସମସ୍ତଙ୍କ ଭଲ ପାଇବାକୁ ଭୁଲି ପାରିବେ ନାହିଁ ବୋଲି କହିଲେ ପୂର୍ବତନ ଜିଲ୍ଲାପାଳ ତଥା ଭୁବନେଶ୍ୱର ମହାନଗର ନିଗମ କମିଶନର ବିଜୟ ଅମୃତା କୁଲାଙ୍ଗେ । ସ୍ବାଗତ ସମ୍ବର୍ଦ୍ଧନା ବେଳେ ଡିଆରଡିଏ ପିଡି ଭି କୀର୍ତ୍ତି ଭାସନ୍, ବ୍ରହ୍ମପୁର ମହାନଗର ନିଗମ କମିଶନର ଜେ ସୋନାଲ୍, ଛତ୍ରପୁର ଥାନା ଅଧିକାରୀଙ୍କ ସମେତ ବହୁ ପଦାଧିାରୀମାନେ ଉପସ୍ଥିତ ଥିଲେ।

Related post

ଜାତୀୟ ସେବା ଯୋଜନା ସ୍ବତନ୍ତ୍ର ଶିବିର ଉଦଯାପିତ

ଜାତୀୟ ସେବା ଯୋଜନା ସ୍ବତନ୍ତ୍ର ଶିବିର ଉଦଯାପିତ

ଫୋକସ ପ୍ଲସ (ଢେଙ୍କାନାଳ) ୦୭/୦୭/୨୦୨୨: କାମାକ୍ଷାନଗର ଉପଖଣ୍ଡ ଅଧିନସ୍ତ କଙ୍କଡ଼ାହାଡ଼ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ପୋଷ୍ୟ ଗ୍ରାମ ଆଖୁପାଳ ଠାରେ ଚାଲିଥିବା ଜାତୀୟ ସେବା ଯୋଜନା ସ୍ବତନ୍ତ୍ର ଶିବିର ଗୁରୁବାର…
ଅଭାବୀ ପରିବାରରେ ମେଧାବୀ ଛାତ୍ର

ଅଭାବୀ ପରିବାରରେ ମେଧାବୀ ଛାତ୍ର

ଫୋକସ ପ୍ଲସ (ଭୁବନ) ୦୭/୦୭/୨୦୨୨: ଜିଲ୍ଲା ପାଇଁ ଗୌରବ ଅର୍ଜନ କରିଛନ୍ତି ଏକ ଅଭାବି ପରିବାରର ଛାତ୍ର ଓମ ପ୍ରକାଶ ସାହୁ । ବହୁତ ଅଭାବ ଅନଟନ ରେ…
ଭଦ୍ରକ ମହାବିଦ୍ୟାଳୟ ରେ ୭୫ତମ ପ୍ରତିଷ୍ଠା ଦିବସ

ଭଦ୍ରକ ମହାବିଦ୍ୟାଳୟ ରେ ୭୫ତମ ପ୍ରତିଷ୍ଠା ଦିବସ

ଫୋକସ ପ୍ଲସ (ଭଦ୍ରକ) ୦୭/୦୭/୨୦୨୨: ଭଦ୍ରକ କଲେଜରେ ୭୫ତମ ପ୍ରତିଷ୍ଠା ଦିବସ ପାଳିତ ଭଦ୍ରକ ଜିଲ୍ଲା ତଥା ଓଡ଼ିଶାର ଦ୍ଵିତୀୟ ସର୍ବବୃହତମ ମହାବିଦ୍ୟାଳୟ ଭଦ୍ରକ କଲେଜ ଆଜି ପାଳନ…

Leave a Reply

Your email address will not be published.