ଗଞ୍ଜାମ ଜିଲ୍ଲାପାଳ ଙ୍କ ଦାୟିତ୍ୱ ଗ୍ରହଣ

ଗଞ୍ଜାମ ଜିଲ୍ଲାପାଳ ଙ୍କ ଦାୟିତ୍ୱ ଗ୍ରହଣ

ଫୋକସ ପ୍ଲସ (ଗଞ୍ଜାମ)୨୦/୦୬/୨୨: ଦାଇତ୍ୱ ଗ୍ରହଣ କଲେ ନୂତନ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡ଼ା , ଜିଲ୍ଲାପାଳ ସମ୍ମିଳନୀ କକ୍ଷରେ ନୂତନ ଜିଲ୍ଲାପାଳଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା । ଜିଲ୍ଲାର ବିକାଶ ନିମନ୍ତେ ଗ୍ରହଣ କରିବେ ବିଭିନ୍ନ ପଦକ୍ଷେପ । ନୂତନ ଜିଲ୍ଲାପାଳଙ୍କୁ ଦାଇତ୍ୱ ହସ୍ତାନ୍ତର କଲେ ପୂର୍ବତନ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ । ଏହି ସମୟରେ ପୂର୍ବତନ ଜିଲ୍ଲାପାଳଙ୍କ ଆଖରେ ଲୁହ ଦେଖିବାକୁ ମିଳିଥିଲା । ଦୀର୍ଘ 4 ବର୍ଷରୁ ଉର୍ଦ୍ଧ୍ବ ସମୟ ଧରି ଲୋକଙ୍କ ସେବାକରି ଲୋକଙ୍କ ମନରେ ଏକ ସ୍ବତନ୍ତ୍ର ସ୍ଥାନ ଗ୍ରହଣ କରିଥିଲେ । ଆଜି ତାଙ୍କ ଆଖିରେ ଲୁହ ଦେଖିବାକୁ ମିଳିଥିଲା । ସମସ୍ତଙ୍କ ଭଲ ପାଇବାକୁ ଭୁଲି ପାରିବେ ନାହିଁ ବୋଲି କହିଲେ ପୂର୍ବତନ ଜିଲ୍ଲାପାଳ ତଥା ଭୁବନେଶ୍ୱର ମହାନଗର ନିଗମ କମିଶନର ବିଜୟ ଅମୃତା କୁଲାଙ୍ଗେ । ସ୍ବାଗତ ସମ୍ବର୍ଦ୍ଧନା ବେଳେ ଡିଆରଡିଏ ପିଡି ଭି କୀର୍ତ୍ତି ଭାସନ୍, ବ୍ରହ୍ମପୁର ମହାନଗର ନିଗମ କମିଶନର ଜେ ସୋନାଲ୍, ଛତ୍ରପୁର ଥାନା ଅଧିକାରୀଙ୍କ ସମେତ ବହୁ ପଦାଧିାରୀମାନେ ଉପସ୍ଥିତ ଥିଲେ।

Related post

ସାଧାରଣ ନିର୍ବାଚନକୁ ସୁରୁଖୁରୁରେ ପରିଚାଳନା କରିବା ପାଇଁ ଜ଼ିଲ୍ଲାପାଳଙ୍କ ସାମ୍ବାଦିକ ସମ୍ବିଳନୀ l

ସାଧାରଣ ନିର୍ବାଚନକୁ ସୁରୁଖୁରୁରେ ପରିଚାଳନା କରିବା ପାଇଁ ଜ଼ିଲ୍ଲାପାଳଙ୍କ ସାମ୍ବାଦିକ ସମ୍ବିଳନୀ…

କୋରାପୁଟ୧୭/୦୩/୨୦୨୪; ଏହି ନିର୍ବାଚନକୁ ସୁରୁଖୁରୁରେ ପରିଚାଳନା କରିବା ପାଇଁ ଜ଼ିଲ୍ଲା ପ୍ରଶାସନର ପୂର୍ବ ପ୍ରସ୍ତୁତିକୁ ନେଇ ସାମ୍ବାଦିକ ସମ୍ବିଳନୀ l ଓଡ଼ିଶାରେ ଲୋକସଭା ନିର୍ବାଚନ ସମେତ ଓଡିଶା ବିଧାନସଭା…
ଦୀର୍ଘ ତିନି ବର୍ଷର ସମସ୍ୟା ଓ ସଙ୍ଘର୍ଷର ଅନ୍ତ ଘଟିଲା।

ଦୀର୍ଘ ତିନି ବର୍ଷର ସମସ୍ୟା ଓ ସଙ୍ଘର୍ଷର ଅନ୍ତ ଘଟିଲା।

ପାଟକୁରା୧୭/୦୩/୨୦୨୪; ପଦ୍ମପୁର ପଞ୍ଚାୟତର ବିଚଣା ଗ୍ରାମର ପାନୀୟ ଜଳର ଉତ୍କଟ ସମସ୍ୟାର ସମାଧାନ ପାଇଁ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପାଟକୁରା ଦାଇତ୍ୱ ତଥା ବେଦୁ ବାବୁଙ୍କର ଅଧୁରା ସ୍ୱପ୍ନକୁ…

ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଇଡିର ଫୁଣି…

ଫୋକସ ପ୍ଲସ(breaking news୧୭/୦୩/୨୦୨୪); 1. ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଇଡିର ଫୁଣି ସମାନ | ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କୁ ଅବକାରୀ ଦୁର୍ନୀତି ମାମଲାରେ…

Leave a Reply

Your email address will not be published. Required fields are marked *