ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏ ଅଫିସର

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏ ଅଫିସର

ଫୋକସ ପ୍ଲସ (ଭୁବନେଶ୍ୱର)୨୦/୦୬/୨୨: ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏ ଅଫିସର । ସୂଚନା ମୁତାବକ, ସିଭିଲ ସପ୍ଲାଏ ଅଫିସର ବା ଯୋଗାଣ ଅଧିକାରୀ ଅନାଦି ଚରଣ ସେଠୀଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି ।ଭୁବନେଶ୍ୱର ରାଜ୍ୟ ମୁଖ୍ୟାଳୟରେ କାର୍ଯ୍ୟରତ ଅନାଦିଙ୍କ ୫ଟି ଘରେ ରେଡ୍ ହୋଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ଚାଲିଛି । ଗଞ୍ଜାମ, ଛତ୍ରପୁର, ବ୍ରହ୍ମପୁର, ବାଲେଶ୍ୱର, ଭୁବନେଶ୍ୱର ଘରେ ଚଢ଼ାଉ ଚାଲିଥିବା ଜଣାପଡିଛି ।ବାଲେଶ୍ୱର ରୁ ଗୁରୁ ପ୍ରସାଦ ବାରିକ୍ ଫୋକସ ପ୍ଲସ |

Related post

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ଭାଜପାର କଟକ ସାଂସଦ ପ୍ରାର୍ଥୀ ଭର୍ତୁହରୀ।

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ଭାଜପାର କଟକ ସାଂସଦ ପ୍ରାର୍ଥୀ ଭର୍ତୁହରୀ।

କଟକ୦୮/୦୪/୨୦୨୪; ଏବେ ମଧ୍ୟ ବିଭିନ୍ନ ଦଳରେ ମିଶ୍ରଣ ପର୍ବ ଜାରି ରହିଥିବା ବେଳେ ଗତ କିଛି ଦିନ ତଳେ ଶଙ୍ଖ ଛାଡି ପଦ୍ମ ଧରିଥିବା ବିଜେପି ର କଟକ…
୧୭ ମିନିଟରେ ନିଆରା ବାହାଘର |

୧୭ ମିନିଟରେ ନିଆରା ବାହାଘର |

ସୁନ୍ଦରଗଡ଼୦୮/୦୪/୨୦୨୪; ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ରାନିବନ୍ଧ ଠାରେ ଦେଖିବାକୁ ମିଳିଛି ନିଆରା ଢଙ୍ଗରେ ବାହାଘର, ସାଧାରଣତଃ ଆପଣମାନେ ଦେଖିଥିବେ ବରଯାତ୍ରୀ ନେଇ ବାଜା ବାଣ ରୋଷଣି ରେ ବର…
ଆସୁଛି କାଳବୈଶାଖୀ ଜବର,୪ ଦିନ ବର୍ଷିବ |

ଆସୁଛି କାଳବୈଶାଖୀ ଜବର,୪ ଦିନ ବର୍ଷିବ |

ପାଣିପାଗ ୦୮/୦୪/୨୦୨୪; ଆସୁଛି ବଡ ବର୍ଷା | ୪ ଦିନ ବର୍ଷିବ | ଏହି ସବୁ ରାଜ୍ୟରେ ତାଣ୍ଡବ ରଚିବ କାଳବୈଶାଖୀ | ପାଣିପାଗ ବିଭାଗ ଅନୁଯାୟୀ, ଅରୁଣାଚଳ…

Leave a Reply

Your email address will not be published. Required fields are marked *